Posted inଖେଳ

କେଦାର ଯାଦବଙ୍କୁ ଛାଡ଼ିବ ସିଏସ୍‌କେ

ଚେନ୍ନାଇ,୭।୧- ଆଇପିଏଲ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରୁ ବିଦା ହେବାକୁ ଯାଉଛନ୍ତି ଅଲରାଉଣ୍ଡର କେଦାର ଯାଦବ। ୨୦୨୧ ଆଇପିଏଲ ଲାଗି ହେବାକୁ ଥିବା ମିନି ଅକଶନ (ଖେଳାଳିଙ୍କ ନିଲାମ ପ୍ରକ୍ରିୟା) ପୂର୍ବରୁ କେଦାରଙ୍କୁ ଛାଡ଼ିବାକୁ ନିଷ୍ପତ୍ତି ନେଇଛି ସିଏସ୍‌କେ। ଏ ନେଇ ଇନସାଇଡ୍‌ ସ୍ପୋଟର୍‌ସ ଓ୍ବେବସାଇଟ୍‌ରେ ତଥ୍ୟ ଉପଲବ୍ଧ ରହିଛି। ଏହି ଅଲରାଉଣ୍ଡରଙ୍କୁ ସିଏସ୍‌କେ ୭.୮ କୋଟି ଟଙ୍କାରେ କିଣିଥିଲା। ବିସିସିଆଇ ପକ୍ଷରୁ ଆୟୋଜିତ ଏକ ଭର୍ଚୁଆଲ ବୈଠକରେ ଆଇପିଏଲ ଦଳଗୁଡ଼ିକ ଲାଗି ଟ୍ରେଡିଂ ଓ୍ବିନ୍‌ଡୋ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଯଦ୍ଦ୍ବାରା ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଦଳ ଖେଳାଳିଙ୍କୁ ବିଦା କରିବା ସହ ଅକ୍‌ଶନ ପୂର୍ବରୁ ଦଳରେ ସାମିଲ କରିପାରିବେ।

ଉଲ୍ଲେଖଥାଉ କି, ୩୫ ବର୍ଷୀୟ କେଦାର ୨୦୨୦ ଆଇପିଏଲରେ ସଭିଙ୍କୁ ନିରାଶ କରିଥିଲେ। ଏହି କାରଣରୁ ହିଁ ୨୦୨୧ ଆଇପିଏଲ ଚୁକ୍ତି ହରାଇବାକୁ ପଡ଼ୁଛି। ପୂରା ସିଜନରେ ଗୋଟିଏ ହେଲେ ଛକା ମାରି ପାରି ନ ଥିଲେ କେଦାର। ତାଙ୍କ ବଦଳରେ ସିଏସ୍‌କେ ଭବିଷ୍ୟତ ପାଇଁ ଏକ ଫିଟ୍‌ ଖେଳାଳି ଖୋଜୁଥିବା ସିଏସ୍‌କେ ମ୍ୟାନେଜମେଣ୍ଟ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ନଭେମ୍ବର ୨ରେ ଗଜକେଶରୀ ଯୋଗ: ବଢିବ ୪ ରାଶିର ଧନ, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ନୂଆଦିଲ୍ଲୀ, ୨୫।୧୦: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୨ ତାରିଖ ସକାଳେ ଚନ୍ଦ୍ରମା କର୍କଟ ରାଶିରୁ ବାହାରି ସିଂହ ରାଶିରେ ପ୍ରବେଶ କରିବେ। ସିଂହ ରାଶିରେ ପୂର୍ବରୁ…

ହାରୁଥିବା ମ୍ୟାଚକୁ ଜିତାଇବା ପରେ ତିଳକ ବର୍ମାଙ୍କ ବଡ଼ ବୟାନ, ଖୁଲାସା କରି କହିଲେ- NZ ବିପକ୍ଷରେ ଆମର ଏମିତି ଥିଲା ପ୍ଲାନ୍‌

ନୂଆଦିଲ୍ଲୀ, ୨୫।୧୦: ଚେଜ କରିବା ସମୟରେ ୨୬ଟି ବଲରେ ୬ଟି ଚୌକା ଓ ୧ଟି ଛକା ସହ ଅପରାଜିତ ୫୧ ରନର ମ୍ୟାଚ ବିଜୟୀ ପାଳି ଖେଳିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?