Posted inଖେଳ

ଡାରିଲ ମିଚେଲଙ୍କୁ ୧୪ କୋଟିରେ କିଣିଲା ଚେନ୍ନାଇ ସୁପର କିଙ୍ଗ୍ସ

ଦୁବାଇ,୧୯।୧୨: ନ୍ୟୁଜିଲ୍ୟାଣ୍ଡର ଅଲରାଉଣ୍ଡର ଡାରିଲ ମିଚେଲଙ୍କୁ ୧୪ କୋଟି ଟଙ୍କାରେ କିଣିଛି ଚେନ୍ନାଇ ସୁପର କିଙ୍ଗ୍ସ। ମିଚେଲଙ୍କ ମୂଳ ମୂଲ୍ୟ ୧ କୋଟି ଟଙ୍କା ଥିଲା। ଦିଲ୍ଲୀ କ୍ୟାପିଟାଲସ ତାଙ୍କ ଉପରେ ପ୍ରଥମ ବିଡ୍ କରିଥିଲା। ଏହା ପରେ ପଞ୍ଜାବ କିଙ୍ଗ୍ସ ଟେଣ୍ଡର ଆରମ୍ଭ କଲା। ଶେଷରେ ଚେନ୍ନାଇ ନିଲାମୀ ଡାକିଥିଲା ଏବଂ ମିଚେଲଙ୍କୁ ୧୪ କୋଟି ଟଙ୍କାରେ ଦଳରେ ସାମିଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri