ଆଇପିଏଲ ୨୦୨୫ ଯାଏଁ ଖେଳିବେ ଧୋନି!

ନୂଆଦିଲ୍ଲୀ,୨୩।୫: ଯେତେବେଳେ ମେ ୧୮ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ହରାଇବା ପରେ ଚେନ୍ନାଇ ସୁପର କିଙ୍ଗ୍ସ ଦଳକୁ ଆଇପିଏଲ ୨୦୨୪ ରୁ ହଟାଗଲା, ଅନେକ ଲୋକ ଭାବିଲେ ଏହା ଏମଏସ ଧୋନିଙ୍କ ଶେଷ ମ୍ୟାଚ । ଅନେକ ସମୀକ୍ଷକ ଏହାକ ନେଇ ରାଗିଗଳେ ଯେ, ଆରସିବି ଖେଳାଳିମାନେ ତାଙ୍କୁ ବିଦାୟ ଦେଇନାହାଁନ୍ତି। କିନ୍ତୁ ଧୋନି ତ ଅବସର ନେବାନେଇ କୌଣସି ଘୋଷଣା କରିନାହାଁନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ସିଇଓ କାଶୀ ବିଶ୍ୱନାଥନ ଆଶାବାଦୀ ଅଛନ୍ତି ଯେ, ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୫ ଯାଏଁ ଖେଳିବେ।

ଚେନ୍ନାଇ ସୁପର କିଙ୍ଗ୍ସକୁ ପାଞ୍ଚ ପାଞ୍ଚଟି ଆଇପିଏଲ ଟାଇଟଲ ଦେଇଥିବା ଧୋନି ଏହି ସିଜିନ ଆରମ୍ଭର ଗୋଟିଏ ଦିନ ପୂର୍ବରୁ ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ। ଏହା ପରେ ଏହି ଦାୟିତ୍ୱ ରିତୁରାଜ ଗାଇକୱାଡଙ୍କୁ ହସ୍ତାନ୍ତର କରାଯାଇଥିଲା । ସେବେଠାରୁ ଏହି ଟୁର୍ନାମେଣ୍ଟ ଧୋନିଙ୍କ ଶେଷ ସିଜନ ହୋଇପାରେ ବୋଲି କଳ୍ପନାଜଳ୍ପନା ଚାଲିଛି। କିନ୍ତୁ କାଶୀ ବିଶ୍ୱନାଥନ ଏହାକୁ ବିଶ୍ୱାସ କରନ୍ତି ନାହିଁ ।

CSKର ୟୁଟ୍ୟୁବ ଚ୍ୟାନେଲରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ବିଶ୍ୱନାଥନ କହିଛନ୍ତି, ମୁଁ ଜାଣେ ନାହିଁ । ଏହି ପ୍ରଶ୍ନର ଉତ୍ତର କେବଳ MS ଦେଇପାରିବେ। ଆମେ ସବୁବେଳେ ଧୋନିଙ୍କ ନିଷ୍ପତ୍ତିକୁ ସମ୍ମାନ ଦେଇଥାଉ । ଆମେ ଏହାକୁ ତାଙ୍କ ନିକଟରେ ଛାଡିଛୁ। ସେ ଆହୁରି କହିଛନ୍ତି, ଆପଣ ସମସ୍ତେ ଜାଣନ୍ତି ଯେ ସେ ସର୍ବଦା ତାଙ୍କ ନିଷ୍ପତ୍ତି ଉପଯୁକ୍ତ ସମୟରେ ଘୋଷଣା କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଦ୍ରାଭିଡଙ୍କ ସ୍ଥାନ ନେବେ ଗୌତମ ଗମ୍ଭିର…ହେବେ ଟିମ ଇଣ୍ଡିଆର ନୂଆ ହେଡ କୋଚ! ଜାଣନ୍ତୁ କେବେ ହେବ ଘୋଷଣା

ନୂଆଦିଲ୍ଲୀ,୧୬।୬: ଟି -୨୦ ବିଶ୍ୱକପ ୨୦୨୪ ଶେଷ ହେବାକୁ ଯାଉଛି। ଭାରତର ନୂତନ କୋଚ ସମ୍ପର୍କରେ ଆଲୋଚନା ମଧ୍ୟ ତୀବ୍ର ହେବାରେ ଲାଗିଛି। ବର୍ତ୍ତମାନର ପ୍ରଶିକ୍ଷକ...

ଆସିବ ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ରିପୋର୍ଟ

ନୂଆଦିଲ୍ଲୀ,୧୬ା୬: କେନ୍ଦ୍ର କ୍ୟାବିନେଟ୍‌ରେ ଆସିପାରେ ଓ୍ବାନ ନେଶନ ୱାନ ଇଲେକସନ ରିପୋର୍ଟ। ଏନ୍‌ଡିଏ ସରକାରଙ୍କ ୧୦୦ ଦିନିଆ ଯୋଜନାର ଅଂଶ ଭାବରେ ଆସନ୍ତା ସପ୍ତାହେ, ଦୁଇ...

ଭାରତ ଜି-୭ର ଅଂଶ ନୁହେଁ, ତଥାପି ଇଟାଲୀରେ କିଭଳି ସେଣ୍ଟର ପଏଣ୍ଟରେ ନଜର ଆସିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଜି୭ ଶିଖର ସମ୍ମିଳନୀ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଟାଲିରୁ ଭାରତ ଫେରି ଆସିଛନ୍ତି। ହେଲେ ଗତ ୨ ଦିନ ମଧ୍ୟରେ ବିଶ୍ୱନେତାଙ୍କ...

ପ୍ରବଳ ଖରା ଯୋଗୁ ବଢିଲା ଖରାଛୁଟି, ଏହିଦିନ ଖୋଲିବ

ନୂଆଦିଲ୍ଲୀ,୧୬।୬: ବଢିଲା ଖରା ଛୁଟି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଛୁଟି ବଢାଇବାକୁ ସରକାର ଏପରି ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୀଷ୍ମଛୁଟିକୁ ଆହୁରି କିଛିଦିନ ପାଇଁ ବଢାଇ...

ଏନ୍‌ସିଇଆର୍‌ଟି ବହିରୁ ହଟିଲା ବାବ୍ରି ମସ୍‌ଜିଦ ବିଷୟବସ୍ତୁ

ନୂଆଦିଲ୍ଲୀ,୧୬ା୬: ଏନ୍‌ସିଇଆର୍‌ଟିର ଦ୍ୱାଦଶ ଶ୍ରେଣୀର ରାଜନୈତିକ ବିଜ୍ଞାନର ସଂଶୋଧିତ ବହି ବଜାରକୁ ଆସିଛି। ଏହି ବହିରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅଯୋଧ୍ୟା ବିବାଦ ପ୍ରସଙ୍ଗରେ...

ଲୋକ ସଭା ବାଚସ୍ପତି ନିର୍ବାଚନ ଭିତରେ ସଞ୍ଜୟ ରାଉତ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୬।୬: ଲୋକ ସଭା ବାଚସ୍ପତି ପଦବୀ ଏନଡିଏ ମିଳିତ ମେଣ୍ଟର ଜଣେ ନେତାଙ୍କ ନିକଟକୁ ଯିବା ଉଚିତ ବୋଲି ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ...

ଟି-୨୦ ବିଶ଼୍ବକପ୍‌: ପାକିସ୍ତାନ ବାହାର ହେବାକୁ ନେଇ ଆଇସିସି ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ, ୧୬।୬: ଟି-୨୦ ବିଶ଼୍ବକପ୍‌ରେ ପାକିସ୍ତାନ ପ୍ରଥମ ଦୁଇଟି ମ୍ୟାଚ୍‌ ହାରି ଟୁର୍ଣ୍ଣାମେଣ୍ଟରୁ ବାହାର ହେବାର ପାଦଦେଶରେ ଛିଡ଼ା ହୋଇଥିଲା । କିନ୍ତୁ ପରବର୍ତ୍ତୀ ମ୍ୟାଚ୍‌ରେ...

ଅଯୋଧ୍ୟାରେ ପରାଜୟ ପରେ ଭାଜପାର ପଶିଲା ବୁଦ୍ଧି, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧୬।୬: ଅଯୋଧ୍ୟାରେ ଲୋକ ସଭା ନିର୍ବାଚନ ହାରିବା ପରେ ଭାଜପାର ବୁଦ୍ଧି ପଶିଛି। ୟୁପିର ଯୋଗୀ ଆଦିତ୍ୟନାଥ ସରକାର ବିସ୍ଥାପିତଙ୍କ ପାଇଁ ପୁଣି ନିଜର ନୀତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri