Posted inଖେଳ

ଧୋନୀଙ୍କ ଜାଲରେ କୋହଲି ଫସିଗଲେ

ମୁମ୍ବାଇ,୧୩।୪: ଚଳିତ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ବିପକ୍ଷରେ ୪୮ ରନ୍‌ର ଇନିଂସ ଖେଳିଥିଲେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)ର ପୂର୍ବ ଅଧିନାୟକ ବିରାଟ କୋହଲି। ଏଣୁ ମଙ୍ଗଳବାର ଚେନ୍ନାଇ ବିପକ୍ଷ ମ୍ୟାଚ୍‌ରେ ସେ ବଡ଼ ସ୍କୋର କରିବେ ବୋଲି ଆଶା କରାଯାଉଥିଲା। ହେଲେ ମାତ୍ର ୧ ରନ୍‌ କରି ମୁକେଶ ଚୌଧୁରୀଙ୍କ ବଲ୍‌ରେ ଆଉଟ୍‌ ହୋଇଥିଲେ। ଏହି ବଡ଼ ଉଇକେଟ ନେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ସିଏସ୍‌କେର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ। ସେ ନିଜର ଅଭିଜ୍ଞତା ଆଧାରରେ ସ୍ବତନ୍ତ୍ର ଫିଲ୍ଡିଂ ସେଟ୍‌ଅପ୍‌ କରିଥିଲେ।

ଆର୍‌ସିବି ପାଳିର ତୃତୀୟ ଓଭରରେ ଅଧିନାୟକ ଫାଫ୍‌ ଡୁପ୍ଲେିସିସ୍‌ଙ୍କ ଉଇକେଟ ଯିବା ପରେ କୋହଲି ବ୍ୟାଟିଂ ପାଇଁ ଆସିଥିଲେ। ହେଲେ ତାଙ୍କ ପାଇଁ ଧୋନୀ ଖେଳାଳିମାନଙ୍କୁ ସ୍ବତନ୍ତ୍ର ଭାବେ ସ୍ଥାନ ଦେଇଥିଲେ। କୋହଲିଙ୍କ ଉଇକେଟ ନେବା ତାଙ୍କ ଲକ୍ଷ୍ୟ ଥିଲା। ତେବେ ଧୋନୀ ଯେଉଁଭଳି ଚାହୁଁଥିଲେ, ୫ମ ଓଭରରେ ତାହା ହିଁ ହୋଇଥିଲା। ବିରାଟ ତାଙ୍କ ଜାଲରେ ଫସି ଯାଇଥିଲେ। ଏବେ ଏହାର ଭିଡିଓ ବେଶ ଭାଇରାଲ ହେଉଛି।

ଦେଖନ୍ତୁ:


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜୋକୋଭିଚ୍‌ ସେମିଫାଇନାଲରେ

ପ୍ୟାରିସ, ୭ା୬-ସର୍ବିୟାର ନୋଭାକ ଜୋକୋଭିଚ୍‌ ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପୁରୁଷ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଜୋକୋଭିଚ୍‌ ୨୦୧୬ ପରେ ପ୍ରଥମ ଥର ଫ୍ରେଞ୍ଚ୍‌...

ହକି ଇଣ୍ଡିଆର ନୂଆ ପ୍ରୟାସ: ଅନ୍‌ଲାଇନ୍‌ରେ ମ୍ୟାଚ୍‌ ଅଫିସିଆଲଙ୍କ ଇଣ୍ଟରାକ୍ଟିଭ୍‌ ସେଶନ

ନୂଆଦିଲ୍ଲୀ,୨୦।୪ (ପି.ଟି.):  କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ହକି ଇଣ୍ଡିଆ ଏନ ନୂଆ ପ୍ରୟାସ ଆରମ୍ଭ କରିଛି। ଅନ୍‌ଲାଇନ୍‌ରେ ମ୍ୟାଚ୍‌ ଅଫିସିଆଲମାନେ ପରସ୍ପର ସହିତ...

କିରେନ ରିଜିଜୁଙ୍କୁ କରୋନା

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କରୋନା ସଂକ୍ରମିତ ହୋଇଛନ୍ତି। ତେବେ ସେ ଫିଟ୍‌ ଓ ସୁସ୍ଥ ଅନୁଭବ କରୁଥିବା ଶନିବାର ପ୍ରକାଶ କରିଛନ୍ତି।...

ଡବ୍ଲ୍ୟୁଟିସି ଫାଇନାଲ ହେବ ଏହି କ୍ରିକେଟରଙ୍କ ଲାଗି ଅନ୍ତିମ ମ୍ୟାଚ୍‌

ଅକ୍‌ଲାଣ୍ଡ,୧୨।୫: ଇଂଲଣ୍ଡର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ଏହା ହୋଇପାରେ ନ୍ୟୁଜିଲାଣ୍ଡର ବରିଷ୍ଠ ଉଇକେଟକିପର...

କୋହଲିଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଗାଙ୍ଗୁଲି

ମୁମ୍ବାଇ,୧୬।୫: ଆଇପିଏଲ ୨୦୨୨ରେ ଭାରତୀୟ ଦଳର ୨ ସୁପରଷ୍ଟାର ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଖରାପ ଫର୍ମ ଜାରି ରହିଛି। ଆଇପିଏଲ ପରେ...

ମାତ୍ର ୧ ଟଙ୍କା ଦେଇ ପେଟ ପୂରା ଖାଇଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୪।୨: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ନିଜ ନିର୍ବାଚନ ମଣ୍ଡଳୀରେ ଅନେକ ସାମାଜିକ କଲ୍ୟାଣ କାର୍ଯ୍ୟ କରୁଛନ୍ତି।...

ରାହୁଲଙ୍କ ଖେଳ ଭାବନା ଉପରେ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସିଡନୀ,୧।୧୨: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ଆହତ କାରଣରୁ ଭାରତ ବିପକ୍ଷ ୩ଟି ଟି-୨୦ ମ୍ୟାଚରୁ ବାଦ ପଡିଛନ୍ତି। ଦ୍ୱିତୀୟ ଦିନିକିଆରେ ଫିଲ୍ଡିଂ କରୁଥିବାବେଳେ...

ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣପଦକ

ବର୍ମିଂହାମ,୩୧ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ବର୍ଣ୍ଣପଦକ ମିଳିଛି। ଭାରୋତ୍ତୋଳକ ଜେରେମି ଲାଲରିନୁଙ୍ଗା ସ୍ବର୍ଣ୍ଣ ପଦକ ଜିତିଛନ୍ତି। ୭୬ କେଜି ପୁରଷ ବର୍ଗରେ ସେ...

Advertisement
Archives

Model This Week