Posted inଖେଳ

ଟସ୍‌ ଜିତି ଚେନ୍ନାଇର ବ୍ୟାଟିଂ ନିଷ୍ପତ୍ତି

ଚେନ୍ନାଇ,୧୦।୫ : ଚେନ୍ନାଇସ୍ଥିତ ଏମ୍‌.ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଆଇପିଏଲ୍‌ର ୫୫ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଏମ୍‌ଏସ୍‌ ଧୋନି ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଦିଲ୍ଲୀ କ୍ୟାପିଟାଲ୍ସ ବୋଲିଂ କରିବ।

ଅନ୍ୟପକ୍ଷେ ଏହି ମ୍ୟାଚ୍‌ ଦିଲ୍ଲୀ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏହି ମ୍ୟାଚ୍‌ରେ ଦିଲ୍ଲୀ ବିଜୟ ହୋଇ ଆଇପିଏଲ୍‌ରେ ଆଗକୁ ଯିବାକୁ ଚେଷ୍ଟା କରିବ। ଅନ୍ୟପକ୍ଷେ ଚେନ୍ନାଇ ଏହି ମ୍ୟାଚ ଜିତି ଆଇପିଏଲ୍‌ରେ ନିଜ ସ୍ଥାନକୁ ସୁରକ୍ଷିତ ରଖିବାକୁ ଭରପୁର ଉଦ୍ୟମ କରିବ।

ଦିଲ୍ଲୀ: ଡେଭିଡ ୱାର୍ନର (ଅଧିନାୟକ), ଫିଲିପ୍ସ ସଲ୍ଟ(ଉଇକେଟ କିପର), ମିଚେଲ ମାର୍ଶ, ରିଏଲ୍‌ ରୋସୋ, ଆକ୍ସାର ପଟେଲ, ଅମାନ ହାକିମ ଖାନ୍‌, ରିପାଲ ପଟେଲ, ଲଲିତ ଯାଦବ, କୁଲଦୀପ ଯାଦବ, ଖାଲିଲ ଅହମ୍ମଦ, ଇଶାନ୍ତ ଶର୍ମା

ଚେନ୍ନାଇ: ରୁତୁରାଜ ଗାଇକୱାଡ, ଡିଭନ୍‌ କନୱେ, ଅଜିଙ୍କ୍ୟ ରାହାନେ, ଅମ୍ବାତି ରାୟୁଡୁ, ଶିବମ ଦୁବେ, ମୋଏନ ଅଲି, ରବିନ୍ଦ୍ର ଜାଡେଜା, ଏମ୍‌.ଏସ୍‌ ଧୋନି (ଅଧିନାୟକ), ଦୀପକ ଚହର, ତୁଷାର ଦେଶପାଣ୍ଡେ, ମହେଶ ତକ୍ସାନା

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri