Posted inଖେଳ

ଟସ୍‌ ଜିତିଲା ଚେନ୍ନାଇ

ଚେନ୍ନାଇ,୨୧।୪: ଚେନ୍ନାଇ ସ୍ଥିତ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ଆଇପିଏଲ୍‌ର ୨୯ତମ ମ୍ୟାଚ୍‌ରେ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଏଦେନ ମାରକ୍ରମଙ୍କ ନେତୃତ୍ୱଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବ।

ସୂଚନାଯୋଗ୍ୟ, ଚେନ୍ନାଇ ୫ଟି ମ୍ୟାଚ୍‌ ଖେଳି ୩ଟିରେ ବିଜୟୀ ହୋଇ ପଏଣ୍ଟ ଟେବୁଲର ତୃତୀୟ ସ୍ଥାନରେ ରହିଥିବା ବେଳେ ହାଇଦ୍ରାବାଦ ୫ଟି ମ୍ୟାଚ୍‌ ଖେଳି ୨ଟି ବିଜୟୀ ହୋଇ ଟେବୁଲର ନବମ ସ୍ଥାନରେ ରହିଛି। ହେଲେ ଏହି ମହାମୁକାବିଲାରେ ହାଇଦ୍ରାବାଦ ମ୍ୟାଚ୍‌ ଜିତି ଆଗକୁ ବଢିବାର ଆଶ ରଖିଥିବା ବେଳେ ଚେନ୍ନାଇ ମ୍ୟାଚ ଜିତି ଶିର୍ଷରେ ପହଞ୍ଚିବାକୁ ଉଦ୍ୟମ କରିବ।

ଚେନ୍ନାଇ ସୁପର କିଙ୍ଗ୍ସ: ରୁତୁରାଜ ଗାଇକୱାଡ୍‌, ଡିଭନ କନୱେ, ଅଜିଙ୍କ୍ୟ ରାହାନେ, ଶିବମ୍‌ ଦୁବେ, ମୋଏନ୍‌ ଅଲି, ରବିନ୍ଦ୍ର ଜାଡେଜା, ଏମ୍‌.ଏସ୍‌ ଧୋନୀ (ଅଧିନାୟକ), ମହେଶ ଥାକଶାନା, ତୁଶର ଦେଶପାଣ୍ଡେ, ଆକାଶ ସିଂ, ମାଥେଶା ପୃଥୀରାନା

ସନ୍‌ରାଇଜର୍ସ ହାଇଦ୍ରାବାଦ: ହ୍ୟାରି ବ୍ରୁକ, ମୟଙ୍କ ଅଗ୍ରୱାଲ, ରାହୁଲ ତ୍ରିପାଠୀ, ଏଦେନ ମାରକ୍ରମ(ଅଧିନାୟକ), ହେନ୍ରିଚ କ୍ଲାସେନ (ଉଇକେଟ କିପର), ଅଭିଷେକ ଶର୍ମା, ୱାଶିଂଟନ ସୁନ୍ଦର, ମାର୍କୋ ଜାନସେନ, ଭୁବନେଶ୍ୱର କୁମାର, ମାୟାନକ ମାର୍କାଣ୍ଡେ, ଉମରନ୍‌ ମଲିକ


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri