Posted inଖେଳ

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ସର୍ବାଧିକ ୨୦୦ ରନ କିମ୍ବା ତା’ଠାରୁ ଅଧିକ ସ୍କୋର କରିଥିବା ଦଳ ପାଲଟିଛି। CSK ଶୁକ୍ରବାର ପଞ୍ଜାବ କିଙ୍ଗସ ବିପକ୍ଷରେ ମୋଟ ୨୦୯ ରନ ସ୍କୋର କରି ଏହି ରେକର୍ଡ ସ୍ଥାପନ କରିଛି। ଏହା ୩୬ତମ ଥର ଚେନ୍ନାଇ ଦଳ IPLରେ ୨୦୦ ରନ ସ୍କୋର ଅତିକ୍ରମ କରିଛି।

IPL ଇତିହାସରେ ସର୍ବାଧିକ ଥର ୨୦୦ ରନ ସ୍କୋର ଅତିକ୍ରମ କରିବାର ରେକର୍ଡ ବର୍ତ୍ତମାନ ଚେନ୍ନାଇ ସୁପର କିଙ୍ଗସ ପାଖରେ ଅଛି। CSK ୩୬ଥର ହାସଲ କରିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ଥର ଏହା କରିଛି। ପଞ୍ଜାବ କିଙ୍ଗସ ଦଳ ମଧ୍ୟ ୩୨ ଥର ୨୦୦ ରନ କିମ୍ବା ତା’ଠାରୁ ଅଧିକ ସ୍କୋର କରିଛି। ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟ ୩୨ଥର ଏକ ମ୍ୟାଚରେ ୨୦୦ ରନ ସୀମା ଅତିକ୍ରମ କରିଛି।

୩୬ ଥର ଚେନ୍ନାଇ ସୁପର କିଙ୍ଗସ

୩୫ ଥର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

୩୨ ଥର ପଞ୍ଜାବ କିଙ୍ଗସ

୩୨ ଥର ମୁମ୍ବାଇ ଇଣ୍ଡିଆନ୍ସ

୩୦ ଥର କୋଲକାତା ନାଇଟ ରାଇଡର୍ସ


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri