Posted inଖେଳ

କୋଲକାତାକୁ ହରାଇ ଶୀର୍ଷରେ ଚେନ୍ନାଇ

କୋଲକାତା,୨୩ା୪: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୩ ତମ ହାଇସ୍କୋରିଂ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ୪୯ ରନ୍‌ରେ ବିଜୟୀ ହୋଇଛି। ଏହି ବୃହତ ବିଜୟ ସହ ଚେନ୍ନାଇ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି।

ଚେନ୍ନାଇ ୭ ମ୍ୟାଚରୁ ୫ମ୍ୟାଚ୍‌ରେ ବିଜୟୀ ହୋଇ ୧୦ ପଏଣ୍ଟ ପାଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ଡେଭନ୍‌ କନ୍‌ଓ୍ବେ, ଅଜିଙ୍କ୍ୟ ରାହାନେ ଓ ଶିବମ୍‌ ଦୁବେଙ୍କ ଅର୍ଦ୍ଧଶତକ ବଳରେ ୨୦ ଓଭରରେ ୪ ଉଇକେଟ ହରାଇ ୨୩୫ ରନ୍‌ ସଂଗ୍ରହ କରିଥିଲା। ଜବାବରେ ଜାସନ୍‌ ରୟ ଓ ରିଙ୍କୁ ସିଂ ଅର୍ଦ୍ଧଶତକ ହାସଲ କରିଥିଲେ ମଧ୍ୟ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ୨୦ ଓଭରରେ ୮ ଉଇକେଟ ହରାଇ ୧୮୬ ରନ୍‌ କରି ପରାଜିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri