Posted inଖେଳ

ଶେଷ ଲିଗ୍‌ ମ୍ୟାଚ୍‌ ଜିତି ଶୀର୍ଷରେ ରହିବାକୁ ଚାହିଁବ ଚେନ୍ନାଇ

ଦୁବାଇ,୭।୧୦: ଆଇପିଏଲ ୨୦୨୧ର ୫୩ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ ପଞ୍ଜାବ କିଙ୍ଗସକୁ ଭେଟୁଛି। ଏହି ମ୍ୟାଚରେ ପଞ୍ଜାବ କିଙ୍ଗ୍ସର ଅଧିନାୟକ କେ.ଏଲ ରାହୁଲ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଖେଳୁଥିବା ଏକାଦଶରେ ପଞ୍ଜାବ ଦଳ ଗୋଟିଏ ପରିବର୍ତ୍ତନ କରିଛି। ନିକୋଲାସ ପୁରାନଙ୍କ ସ୍ଥାନରେ କ୍ରିସ ଜୋର୍ଡାନଙ୍କୁ ଏକ ସୁଯୋଗ ମିଳିଛି। ଏଥି ସହିତ, ସିଏସକେ ଦଳରେ କୌଣସି ପରିବର୍ତ୍ତନ କରିନାହିଁ।
ସିଏସ୍‌କେ ଏପର୍ଯ୍ୟନ୍ତ ୧୩ଟି ମ୍ୟାଚ ମଧ୍ୟରୁ ୯ଟି ଜିତିଛି । ଦଳ ପ୍ଲେ ଅଫରେ ପହଞ୍ଚି ସାରିଛି। ଦଳ ଏବେ ଦ୍ୱିତୀୟ ସ୍ଥାନରେ ରହିଛି। ଏଭଳି ପରିସ୍ଥିତିରେ ଯଦି ଦଳ ଆଜିର ମ୍ୟାଚ ଜିତେ, ତେବେ ଏହା ପୁଣି ଟେବୁଲର ଶୀର୍ଷରେ ପହଞ୍ଚିବ। ଉଭୟ ଦଳର ଲିଗ ରାଉଣ୍ଡର ଏହା ଶେଷ ମ୍ୟାଚ। ପଞ୍ଜାବ କିଙ୍ଗ୍ସର ଦଳ ଏହି ମ୍ୟାଚ ଜିତି ପ୍ଲେ ଅଫ ଆଶାକୁ ଜୀବନ୍ତ ରଖିବାକୁ ଚାହିଁବ। ତେବେ ଜିତିବା ପରେ ମଧ୍ୟ ତାଙ୍କୁ ଅନ୍ୟ ଦଳର ଫଳାଫଳ ଉପରେ ନିର୍ଭର କରିବାକୁ ପଡିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) :  ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି…

ଭାରତୀୟ ଜାହାଜକୁ ଖୋଲା ଧମକ ଦେଲା ଇରାନ, ଫେରିଯାଅ ନହେଲେ…

ନୂଆଦିଲ୍ଲୀ,୧୯।୪: ମଧ୍ୟପ୍ରାଚ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ସମ୍ପ୍ରତି, ଇରାନର ସାମରିକ ବାହିନୀ (IRGC) ଏହି ପଥ…

ସକାଳୁ ସକାଳୁ ଭାରତର ଜାହାଜ ଉପରେ ବଡ଼ ଆଟାକ୍‌, ଦେଶରେ ହାଇ ଆଲର୍ଟ!

ନୂଆଦିଲ୍ଲୀ,୧୯।୪: ଇରାନ ଦ୍ୱାରା ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବା ପାଇଁ ନବୀକରଣ କରାଯାଇଥିବା ପଦକ୍ଷେପ ମଧ୍ୟରେ, ଏକ ଭାରତୀୟ ତୈଳ ଟ୍ୟାଙ୍କର୍‌ ସଫଳତାର ସହ ଏହି ଗୁରୁତ୍ୱପୂର୍ଣ୍ଣ…

ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ବାଧ୍ୟତାମୂଳକ ନିୟମ ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୯ା୪: ଆପଲ୍‌, ସାମ୍‌ସଙ୍ଗ ଓ ଅନ୍ୟାନ୍ୟ ସ୍ମାର୍ଟଫୋନ୍‌ ନିର୍ମାଣକାରୀ କମ୍ପାନୀର ବିରୋଧ ପରେ ଭାରତ ସରକାର ସମସ୍ତ ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ସଂଯୋଗ କରିବା ଯୋଜନାରୁ ଓହରିଯାଇଛନ୍ତି।…

ଆମେ ନୀରବ

ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ କରିଛନ୍ତି। ଏହି ଯୁଦ୍ଧରେ ବିଶ୍ୱର ଅନ୍ୟ ଦେଶ ପରି ଭାରତ ମଧ୍ୟ ନକାରାତ୍ମକ ଭାବରେ ପ୍ରଭାବିତ ହୋଇଛି। ପ୍ରକୃତରେ ଇରାନୀୟଙ୍କୁ ଛାଡ଼ି…

ସଦିଚ୍ଛା ଥିଲେ ସଫଳତା ନିଶ୍ଚୟ ମିଳେ

ଓସିରିସ୍‌ ଏଗ୍ରିଟେଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଅଧୀନ ‘ଓଡ଼ିଶା କଫି’ର ପ୍ରତିଷ୍ଠାତା ହେଉଛନ୍ତି ପ୍ରୀତି ପଲ୍ଲବୀ ପଟ୍ଟନାୟକ। କୋରାପୁଟ କଫିର ପ୍ରଚାରପ୍ରସାର କ୍ଷେତ୍ରରେ ‘ଓଡ଼ିଶା କଫି’ର ଯଥେଷ୍ଟ ଅବଦାନ…

‘ଫେମିନା ମିସ୍‌ ଇଣ୍ଡିଆ’ ମୁକୁଟ ପିନ୍ଧିଲେ ସାଧ୍‌ଭୀ ସୈଲ୍‌

ଭୁବନେଶ୍ୱର,୧୯ା୪ (ଅନୁରାଧା ମହାରଣା): ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟରେ ଶନିବାର ‘ଫେମିନା ମିସ୍‌ ଇଣ୍ଡିଆ ୨୦୨୬’ର ୬୧ତମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜିତ ଏହି…

ଚଢ଼ାଉ ବେଳେ ଟ୍ରାକ୍ଟର ଚଢ଼ାଇ ଦେଲେ: ତହସିଲଦାର ଗୁରୁତର

ଯାଜପୁର/ବ୍ୟାସନଗର (ହର୍ଷବର୍ଦ୍ଧନ ବେହେରା/ ପବିତ୍ର ରଞ୍ଜନ ମହାନ୍ତି), ୧୯ା୪ : ମାଟି ଚୋରାଚାଲାଣ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଯାଜପୁର ଜିଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri