Posted inଜାତୀୟ

ଆଖିବୁଜିଲେ ମହାନ ଡାକ୍ତର, ମାତ୍ର ୧୦ ଟଙ୍କାରେ କରୁଥିଲେ ଚିକିତ୍ସା

ଚେନ୍ନାଇ,୨୩।୭: ଗରିବ ଲୋକଙ୍କୁ ମାତ୍ର ୧୦ ଟଙ୍କାରେ ଚିକିତ୍ସା କରୁଥିବା ଡା. ସି ମୋହନ ରେଡ୍ଡୀଙ୍କ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। କରୋନା ମହାମାରୀ ସମୟରେ ମଧ୍ୟ ରେଡ୍ଡୀ ରୋଗୀଙ୍କ ଚିକିତ୍ସା ଜାରି ରଖିଥିଲେ। ଜୁନ ମାସ ଶେଷ ସପ୍ତାହରେ ସେ ନିଜେ କରୋନାର ଶିକାର ହୋଇଥିଲେ। ପରେ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ତାଙ୍କୁ ଡାକ୍ତରଖାନାରୁ ମଧ୍ୟ ଡିସଚାର୍ଜ କରାଯାଇଥିଲା। କିନ୍ତୁ ବୁଧବାର ଦିନ ହଠାତ୍‌ ସେ ଚେତାଶୂନ୍ୟ ହୋଇ ମୃତ୍ୟୁବରଣ କରିଥିଲେ। ରେଡ୍ଡୀଙ୍କ ମୃତ୍ୟୁରେ ସମଗ୍ର ଅଞ୍ଚଳରେ ଶୋକର ଲହରୀ ଖେଳିଯାଇଛି। ବିଶେଷକରି ବସ୍ତିରେ ରହୁଥିବା ଲୋକମାନେ ଅଦତ୍କ ଦୁଃଖ ପ୍ରକାଶ କରିଛନ୍ତି। ଡାକ୍ତରଖାନାର ଜଣେ ନର୍ସ କହିଛନ୍ତି ଯେ, ଅନେକ ଥର ସେମାନେ ରୋଗୀଙ୍କଠାରୁ ୧୦ ଟଙ୍କା ମଧ୍ୟ ନେଇ ନ ଥିଲେ ଏବଂ ମାଗଣାରେ ଚିକିତ୍ସା କରୁଥିଲେ। କେବଳ ଏତିକି ନୁହେଁ, ସେ ଡାକ୍ତରଖାନାରେ ଆଡମିଶନ ଚାର୍ଜ ପାଇଁ ମାତ୍ର ୧୦୦ ଟଙ୍କା ଚାର୍ଜ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri