ବିବାହ ବନ୍ଧନରେ ବାନ୍ଧିହେଲେ ଚେସ୍‌ ତାରକା ପଦ୍ମିନୀ ରାଉତ

ଭୁବନେଶ୍ୱର,୨୯ା୧: ଇଣ୍ଟରନ୍ୟାଶନାଲ ମାଷ୍ଟର ଚେସ୍‌ ତାରକା ପଦ୍ମିନୀ ରାଉତ ରବିବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଭୁବନେଶ୍ୱରର ପଟିଆ ଅଞ୍ଚଳରେ ହିନ୍ଦୁ ବୈଦିକ ରୀତିନୀତିରେ ସେ ମୁମ୍ବାଇର ଜୟକିଶିନ ମନାକନୀଙ୍କୁ ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ ରାଜ୍ୟ ସମେତ ଦେଶର ନାମୀଦାମୀ ଚେସ୍‌ ତାରକା ଓ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ।

International Master From Odisha Padmini Rout Ties Knot With Jaykishin Mankani In Bhubaneswar - odishabytes

୫ ଜାନୁଆରୀ ୧୯୯୪ରେ କଟକ ଜିଲା ବଡ଼ମ୍ବାଠାରେ ପଦ୍ମିନୀ ରାଉତ ଜନ୍ମଗ୍ରହଣ କରିଥିଲେ। ସେ ମାତ୍ର ୯ ବର୍ଷ ବୟସରୁ ଚେସ୍‌ ଖେଳି ବେଶ୍‌ ସୁନାମ ଅର୍ଜନ କରିଥିଲେ। ୧୧ ବର୍ଷରୁ କମ୍‌ ବୟସ ବର୍ଗରେ ୨୦୦୫ରେ ସେ ଜାତୀୟ ପ୍ରତିଯୋଗିତା ଜିତି ଥିଲେ। ସେହିପରି ୨୦୦୬ରେ ସେ ୧୩ ବର୍ଷରୁ କମ୍‌ ଜାତୀୟ ପ୍ରତିଯୋଗିତା ଓ ୧୨ ବର୍ଷରୁ କମ୍‌ ଏସୀୟ ପ୍ରତିଯୋଗିତା ଜିତିଥିଲେ। ୨୦୦୮ରେ ପଦ୍ମିନୀ ୧୪ ବର୍ଷରୁ କମ୍‌ ବର୍ଗରେ ଉଭୟ ଏସୀୟ ପ୍ରତିଯୋଗିତା ଓ ବିଶ୍ୱ ଯୁବ ଚେସ ପ୍ରତିଯୋଗିତାରେ ଭାଗ ନେଇ ଜିତିଥିଲେ। ୨୦୦୯ରେ ସେ ୨୦ ବର୍ଷରୁ କମ୍‌ ବର୍ଗରେ ଏସୀୟ ଜୁନିୟର ମହିଳା ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିଲେ। ୨୦୧୦ରେ ସେ ୧୯ ବର୍ଷରୁ କମ୍‌ ବର୍ଗରେ ଜାତୀୟ ଜୁନିୟର ମହିଳା ପ୍ରତିଯୋଗିତା ଜିତିଥିଲେ। ସେହିବର୍ଷ ସେ ଉଭୟ ଏସୀୟ ଜୁନିୟର ମହିଳା ପ୍ରତିଯୋଗିତା ଓ ବିଶ୍ୱ ଜୁନିୟର ପ୍ରତିଯୋଗିତାରେ କାଂସ୍ୟ ପଦକ ହାସଲ କରିଥିଲେ।

4th Title for Padmini Rout at National Women's Chess Championship - Odisha News Insight

ପଦ୍ମିନୀ ଜାତୀୟ ମହିଳା ଚେସ୍‌ ଚାମ୍ପିୟନଶିପ୍‌ରେ ଲଗାତର ୨୦୧୪, ୨୦୧୫, ୨୦୧୬ ଓ ୨୦୧୭ ୪ ବର୍ଷ ଧରି ଜିତି ଓଡ଼ିଶା ପାଇଁ ଗୌରବ ଆଣିଥିଲେ। ୨୦୧୫ ସେ ରାଜ୍ୟ ଗୋଷ୍ଠୀ ମହିଳା ଚାମ୍ପିୟନଶିପ୍‌ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri