Odisha Elections 2024

ବିବାହ ବନ୍ଧନରେ ବାନ୍ଧିହେଲେ ଚେସ୍‌ ତାରକା ପଦ୍ମିନୀ ରାଉତ

ଭୁବନେଶ୍ୱର,୨୯ା୧: ଇଣ୍ଟରନ୍ୟାଶନାଲ ମାଷ୍ଟର ଚେସ୍‌ ତାରକା ପଦ୍ମିନୀ ରାଉତ ରବିବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଭୁବନେଶ୍ୱରର ପଟିଆ ଅଞ୍ଚଳରେ ହିନ୍ଦୁ ବୈଦିକ ରୀତିନୀତିରେ ସେ ମୁମ୍ବାଇର ଜୟକିଶିନ ମନାକନୀଙ୍କୁ ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ ରାଜ୍ୟ ସମେତ ଦେଶର ନାମୀଦାମୀ ଚେସ୍‌ ତାରକା ଓ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ।

International Master From Odisha Padmini Rout Ties Knot With Jaykishin Mankani In Bhubaneswar - odishabytes

୫ ଜାନୁଆରୀ ୧୯୯୪ରେ କଟକ ଜିଲା ବଡ଼ମ୍ବାଠାରେ ପଦ୍ମିନୀ ରାଉତ ଜନ୍ମଗ୍ରହଣ କରିଥିଲେ। ସେ ମାତ୍ର ୯ ବର୍ଷ ବୟସରୁ ଚେସ୍‌ ଖେଳି ବେଶ୍‌ ସୁନାମ ଅର୍ଜନ କରିଥିଲେ। ୧୧ ବର୍ଷରୁ କମ୍‌ ବୟସ ବର୍ଗରେ ୨୦୦୫ରେ ସେ ଜାତୀୟ ପ୍ରତିଯୋଗିତା ଜିତି ଥିଲେ। ସେହିପରି ୨୦୦୬ରେ ସେ ୧୩ ବର୍ଷରୁ କମ୍‌ ଜାତୀୟ ପ୍ରତିଯୋଗିତା ଓ ୧୨ ବର୍ଷରୁ କମ୍‌ ଏସୀୟ ପ୍ରତିଯୋଗିତା ଜିତିଥିଲେ। ୨୦୦୮ରେ ପଦ୍ମିନୀ ୧୪ ବର୍ଷରୁ କମ୍‌ ବର୍ଗରେ ଉଭୟ ଏସୀୟ ପ୍ରତିଯୋଗିତା ଓ ବିଶ୍ୱ ଯୁବ ଚେସ ପ୍ରତିଯୋଗିତାରେ ଭାଗ ନେଇ ଜିତିଥିଲେ। ୨୦୦୯ରେ ସେ ୨୦ ବର୍ଷରୁ କମ୍‌ ବର୍ଗରେ ଏସୀୟ ଜୁନିୟର ମହିଳା ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିଲେ। ୨୦୧୦ରେ ସେ ୧୯ ବର୍ଷରୁ କମ୍‌ ବର୍ଗରେ ଜାତୀୟ ଜୁନିୟର ମହିଳା ପ୍ରତିଯୋଗିତା ଜିତିଥିଲେ। ସେହିବର୍ଷ ସେ ଉଭୟ ଏସୀୟ ଜୁନିୟର ମହିଳା ପ୍ରତିଯୋଗିତା ଓ ବିଶ୍ୱ ଜୁନିୟର ପ୍ରତିଯୋଗିତାରେ କାଂସ୍ୟ ପଦକ ହାସଲ କରିଥିଲେ।

4th Title for Padmini Rout at National Women's Chess Championship - Odisha News Insight

ପଦ୍ମିନୀ ଜାତୀୟ ମହିଳା ଚେସ୍‌ ଚାମ୍ପିୟନଶିପ୍‌ରେ ଲଗାତର ୨୦୧୪, ୨୦୧୫, ୨୦୧୬ ଓ ୨୦୧୭ ୪ ବର୍ଷ ଧରି ଜିତି ଓଡ଼ିଶା ପାଇଁ ଗୌରବ ଆଣିଥିଲେ। ୨୦୧୫ ସେ ରାଜ୍ୟ ଗୋଷ୍ଠୀ ମହିଳା ଚାମ୍ପିୟନଶିପ୍‌ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା...

ଟିକେଟ୍‌ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍‌

ପ୍ୟାରିସ୍‌,୨୧ା୫(ପି.ଟି): ପ୍ୟାରିସ୍‌ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ।...

୩ଦିନ ହିଟ୍‌ ଓ୍ବେଭ୍‌, ୨୪ରୁ ବର୍ଷା

ଭୁବନେଶ୍ୱର, ୨୧।୫(ଅସମାପିକା ସାହୁ):ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛି ରାଜ୍ୟର ଜନଜୀବନ। ତାପମାତ୍ରା ପୁଣି ୪୨ ଡିଗ୍ରୀ ଡେଇଁଥିବାବେଳେ ଆସନ୍ତା ୩ଦିନ ହେବାକୁ ଥିବା...

ଜଣେ ଏମ୍‌ପିଙ୍କ ନାଁରେ ବଡ଼ ଅଭିଯୋଗ ଆଣିଲେ ମୁଖ୍ୟମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୨୧ା୫(ସୁବାସ ଚନ୍ଦ୍ର ପ୍ରଧାନ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ...

ପାରାମାଉଣ୍ଟ ‘ଏ’ ଫାଇନାଲରେ

ଭୁବନେଶ୍ୱର, ୨୧ା୫ (ବିଜୟ ରଣା): ସ୍ଥାନୀୟ ପାରାମାଉଣ୍ଟ ସ୍ପୋର୍ଟିଙ୍ଗ୍ସ ଆନୁକୂଲ୍ୟରେ ଅରବିନ୍ଦମେମୋରିଆଲ ପାରାମାଉଣ୍ଟ କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି...

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା

ଭୁବନେଶ୍ୱର, ୨୧ା୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ...

ନର୍ଥଇଷ୍ଟରେ ୬ ଇନ୍‌ଡୋର କ୍ରିକେଟ ଏକାଡେମୀ

ନୂଆଦିଲ୍ଳୀ,୨୧ା୫(ପି.ଟି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ନର୍ଥ ଇଷ୍ଟ ରାଜ୍ୟଗୁଡିକରେ ୬ଟି ଇନ୍‌ଡୋର କ୍ରିକେଟ ଏକାଡେମୀ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri