ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ ମିଷ୍ଟ ଭାଷୀ ଭଦ୍ର ନମ୍ର ପର ଉପକାରୀ ବ୍ୟକ୍ତି ଥିଲେ l ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି l ତାଙ୍କର ହଠାତ୍‌ ଛାତି ଯନ୍ତ୍ରଣା ହେବାରୁ ପରିବାର ଲୋକେ ତାଙ୍କୁ ବ୍ରହ୍ମପୁର ମେଡିକାଲ ନେଇଥିଲେ। ସେଠାରେ ସେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସାହୁ ଜଣେ ଗ୍ରାମର ଭଦ୍ର ବ୍ୟକ୍ତି ଥିଲେ। ସେ ହୁମ୍ମା ପଞ୍ଚୁ ଦୋଳଯାତ୍ରାଠୁ ଆରମ୍ଭ କରି ଗୋପୀନାଥ ମନ୍ଦିର ପ୍ରତିଷ୍ଠା ହେଉ ଏବଂ ରାସ୍ତାଘାଟ ପର୍ଯ୍ୟନ୍ତ ତାଙ୍କର ଯେଉଁ ପ୍ରଚେଷ୍ଟା ରହିଛି ତାହା ସ୍ମରଣୀୟ ହୋଇରହିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri