Posted inଫୁରସତ

ଏହି ଦେଶରେ ଚୁଇଗମ୍‌ ଖାଇଲେ ମିଳେ ଜେଲଦଣ୍ଡ

ଚୁଇଗମ୍‌ ଖାଇବା କାହାକୁ ବା ପସନ୍ଦ ନୁହେଁ। କିନ୍ତୁ ଏଭଳି ଏକ ଦେଶ ଅଛି, ଯେଉଁଠାରେ ଚୁଇଗମ୍‌ ଖାଇଲେ ମିଳେ ଜେଲଦଣ୍ଡ। ବିଶ୍ୱର ଅନ୍ୟତମ ସ୍ବଚ୍ଛ ଦେଶ ଭାବେ ଜଣାଯାଉଥିବା ସିଙ୍ଗାପୁରରେ ଚୁଇଗମ୍‌ ଉପରେ ପ୍ରତିବନ୍ଧକ ଲଗାଯାଇଛି। କେବଳ ଖାଇବା ଉପରେ ନୁହେଁ, ବରଂ ଏହାକୁ କିଣିବା, ବିକିବା, ସାଥିରେ ନେବା ଉପରେ ମଧ୍ୟ ଲଗାଯାଇଛି ରୋକ।

ତେବେ ଏଭଳି ପ୍ରତିବନ୍ଧକ ପଛର କାରଣ କ’ଣ ? ନିଶ୍ଚିିତ ମନରେ ପ୍ରଶ୍ନ ଆସୁଥିବ। ସିଙ୍ଗାପୁରରେ ସର୍ବାଦା ସ୍ବଚ୍ଛତା ଗୁରୁତ୍ୱ ଦିଆଯାଏ। ଚୁଇଗମ୍‌ ଖାଉଥିବା ବ୍ୟକ୍ତିମାନେ ଏହାକୁ ଖାଇ ସାରିବା ପରେ ରାସ୍ତାରେ କିମ୍ବା ବିଭିନ୍ନ ସ୍ଥାନ ଫିଙ୍ଗି ଦିଅନ୍ତି। ଆଉ ଏହାକୁ ସଫା କରିବାରେ ଅଧିକ ପରିଶ୍ରମ କରିବାକୁ ପଡ଼େ। ଏଣୁ ୧୯୯୨ରୁ ଏହି ଦେଶରେ ଏଭଳି ଆଇନ ରହିଛି। ତେବେ ୨୦୦୪ରେ ଏଥିରେ କିଛି ପରିବର୍ତ୍ତନ କରାଯାଇଛି। ଡାକ୍ତର ଓ ସ୍ବୀକୃତିପ୍ରାପ୍ତ ଫାରମାସିଷ୍ଟ ନିକଟରେ ମିଳୁଥିବା ଥେରାପେଟିକ, ଡେଣ୍ଟାଲ ଓ ନିକୋଟିନ ଚୁଇଗମ୍‌କୁ ଦେଶରେ ଦିଆଯାଇଛି ଅନୁମତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri