Posted inଜାତୀୟ

ଛପରାରେ ଆରଜେଡି ନେତାଙ୍କୁ ଅପହରଣ, ସ୍କର୍ପିଓରେ ଉଠାଇ ନେଲେ

ଛପରା,୧୪ ।୩: ବିହାରର ଛପରାରେ ମଙ୍ଗଳବାର ସକାଳେ ଆରଜେଡିର ଜଣେ ନେତାଙ୍କୁ କିଡନାପ କରାଯାଇଛି । କୁହାଯାଉଛି କି ଭୋର ୪ଟାରେ କେତେଜଣ ବଦମାସ ଅସ୍ତ୍ର ଦେଖାଇ ଆରଜେଡି ନେତାଙ୍କୁ ଅପହରଣ କରି ନେଇଛନ୍ତି । ପୋଲିସ ଏବେ ସମ୍ପୂର୍ଣ୍ଣ ଘଟଣାର ଯାଞ୍ଚ ଆରମ୍ଭ କରିଛି । ଯାହାଙ୍କୁ ଅପହରଣ କରିଛନ୍ତି ତାଙ୍କ ନାଁ ସୁନିଲ କୁମାର ରାୟ । ସେ ଜଣେ ଆରଜେଡି ନେତା ବୋଲି ଜଣାପଡିଛି । ଏହି ଘଟଣା ମୁଫ୍‌ସିଲ ଥାନା ଅଞ୍ଚଳର ବଜାର ସମିତି ନିକଟରେ ହୋଇଥିବା ଜଣାପଡିଛି ।

ସୁନିଲ ସାଧାରଣ ଭାବେ ସାରଣର ବାସିନ୍ଦା । ତାଙ୍କ ଘର ନିକଟରୁ ହିଁ ତାଙ୍କୁ ଅପହରଣ କରାଯାଇଛି । ଏହାର ସିସିଟିଭି ଫୁଟେଜ ସାମ୍ନାକୁ ଆସିବା ପରେ ଜଣାପଡିଛି କି ସୁନିଲ ରାସ୍ତା କଡରେ ତାଙ୍କ ବାଇକ ପାଖରେ ଠିଆ ହୋଇଥିବା ବେଳେ ଏକ ସ୍କର୍ପିଓ ତାଙ୍କ ନିକଟରେ ଆସି ଅଟକୁଛି ଓ କେତେଜଣ ଲୋକ ସେଥିରୁ ଓହ୍ଲାଉଛନ୍ତି । ସେହି ଲୋକମାନେ ହିଁ ତାଙ୍କୁ ଅପହରଣ କରି ନେଇ ଯାଉଛନ୍ତି । ଏବେ ପୋଲିସ ଘଟଣାର ଯାଞ୍ଚ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡକୁ ହରାଇବା ପରେ ଗୌତମ ଗମ୍ଭୀରଙ୍କ ବଡ଼ ବୟାନ, କହିଲେ ମ୍ୟାଚ ଜିତାଇଦେଲେ…

ନୂଆଦିଲ୍ଲୀ,୧୫ା୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ ବିଜୟରେ ବ୍ୟାଟରଙ୍କ ତୁଳନାରେ ଭାରତୀୟ ବୋଲରଙ୍କ ଅବଦାନ ଅଧିକ ରହିଛି । ବେ ଓଭାଲ୍‌ରେ ଖେଳାଯାଇଥିବା ପଞ୍ଚମ ତଥା ଶେଷ…

ଜାତୀୟ ତାଇକୋଣ୍ଡା ପ୍ରତିଯୋଗିତାରେ ସାଇ ସମ୍ପ୍ରତିଙ୍କ କମାଲ: ସ୍ବର୍ଣ୍ଣ ସହ ପାଇଲେ ବ୍ରୋଞ୍ଜ ପଦକ

ପାତ୍ରପୁର,୧୫।୧୧(ଉମାଚରଣ ନେପାକ): ବ୍ରହ୍ମପୁର ସ୍ଥିତ ନିଷ୍ଟ ବିଶ୍ୱ ବିଦ୍ୟାଳୟ ଇଣ୍ଡୋର ଷ୍ଟାଡିୟମରେ ଜାତୀୟ ତାଇକୋଣ୍ଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ତାଇକୋଣ୍ଡା ଏକାଡେମୀ ବ୍ରହ୍ମପୁର ଦ୍ବାରା ଆୟୋଜିତ ଏହି…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ପଶି ଡାକ୍ତରଙ୍କୁ ଦୁର୍ବ୍ୟବହାର, ସୁରକ୍ଷାକର୍ମୀଙ୍କୁ ମାଡ଼

ଛତ୍ରପୁର,୧୫ା୧୧(ଦିଲ୍ଲୀପ ସାମଲ ): ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ଡାକ୍ତରଙ୍କୁ ଦୁର୍ବ୍ୟବହାର କରିବା ସହିତ ଆକ୍ରମଣ ନେଇ ଅଭିଯୋଗ ହୋଇଛି । ଏହି ଘଟଣାରେ ଜଣଙ୍କୁ ଉଠାଇ…

ଦାରିଙ୍ଗବାଡ଼ିରେ ଏକଲବ୍ୟ ମଡେଲ୍‌ ସ୍କୁଲର ଭିତ୍ତିପ୍ରସ୍ତର ସ୍ଥାପନ, ଭର୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଦାରିଙ୍ଗବାଡି,୧୫ା୧୧(ଅରୁଣ ସାହୁ ):ରବିବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭର୍ଚୁଆଲ୍ ମାଧ୍ୟମରେ ଏକଲବ୍ୟ ମୋଡେଲ ରେସିଡେଣ୍ଟିଆଲ ସ୍କୁଲର ଭିତ୍ତିପ୍ରସ୍ତର ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରରିପ୍ରେକ୍ଷୀରେ…

ବାତ୍ଯା ପୂର୍ବରୁ ଆକ୍ସନ୍ ମୋଡରେ ଜିଲାପାଳ, ପୁରୁଷୋତ୍ତମପୁରରେ କଲେ ସ୍ଥିତି ସମୀକ୍ଷା

ପୁରୁଷୋତ୍ତମପୁର,୧୫ା୧୧(ସବିତା ମିଶ୍ର): ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶାବାସୀଙ୍କ ମନରେ ପୁଣି ଛନକା ପଶିଛି । ପୂର୍ବ ବନ୍ୟାର କ୍ଷତ ଏଯାଏ ଶୁଖିନଥିବା ବେଳେ ପୁଣି ଏକ ସମ୍ଭାବ୍ୟ…

ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ କଲେ ବ୍ରତଧାରୀ

ବାଲିଶଙ୍କରା,୧୫ା୧୧(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକର ବିଭିନ୍ନ ସ୍ଥାନରେ ଶ୍ରଦ୍ଧା ଓ ଭକ୍ତିର ସହ ଛଟ ପୂଜା ପାଳିତ ହୋଇଯାଇଛି। ଏହି ଅବସରରେ ବାଲିଶଙ୍କରା ଡୁଡୁଙ୍ଗନାଳା…

୬୦ ଦିନ ପାଇଁ ଗୃହବନ୍ଦୀ ୱାଙ୍ଗଚୁକ୍‌! ବାହାରକୁ ଯିବାକୁ ରୋକିଲା ପୋଲିସ

ନୂଆଦିଲ୍ଲୀ,୧୫ା୧୧: ଲଦାଖର ସାମାଜିକ କର୍ମୀ ସୋନମ୍‌ ୱାଙ୍ଗଚୁକ୍‌ଙ୍କୁ ଆସନ୍ତା ୬୦ ଦିନ ପାଇଁ ଗୃହବନ୍ଦୀ କରିଛି ଲଦାଖ ପ୍ରଶାସନ । ଲେହର ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ୍‌ ଜାରି…

ମାଇକ୍ରୋସଫ୍ଟ ଆଉଟେଜ୍ ଯୋଗୁ କ୍ଷତି ସହିଛନ୍ତି କି? କମ୍ପାନୀ ଦେଉଛି ୧୦୦% ପର୍ଯ୍ୟନ୍ତ କ୍ରେଡିଟ୍, ଜାଣନ୍ତୁ କ୍ଲେମ୍ କରିବାର …

ନୂଆଦିଲ୍ଲୀ,୧୫।୧୧: ପ୍ରାୟ ୩୬ ଘଣ୍ଟା ଧରି ମାଇକ୍ରୋସଫ୍ଟ ସର୍ଭିସ୍ ପ୍ରଭାବିତ ହେବା ପରେ ବର୍ତ୍ତମାନ ସେବାଗୁଡ଼ିକ ସ୍ୱାଭାବିକ ହୋଇଯାଇଛି। ମାଇକ୍ରୋସଫ୍ଟରେ ଦେଖାଯାଇଥିବା ଏକ ବୈଷୟିକ ତ୍ରୁଟି କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?