ଟିକସ ଫାଙ୍କି, ତଣ୍ଡ ଗଣିଲେ …

ରିଷିଡ଼ା, ୧୮ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ପୋଲିସ ସୂଚନା ଅନୁସାରେ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ଟିମ୍‌ ମଙ୍ଗଳବାର ଟିକସ ଫାଙ୍କି ବେଆଇନ ଭାବେ ସାମଗ୍ରୀ ଚାଲାଣ କରୁଥିବା ଦୁଇଟି ଗାଡିଠାରୁ ଜରିମାନା ଆଦାୟ କରିଛି। ସୂଚନା ମତେ ଫାଣ୍ଡି ଅଧିକାରୀ ମନୁଆ ବିଡ଼ିକା ପାନମସଲା, ସାବୁନ ଆଦି ନେଉଥିବା ଏକ ପିକ୍‌ଅପ ଗାଡି (ଓଡି ୦୮ଜି ୩୮୭୭) ଓ ଭାଙ୍ଗ ନେଉଥିବା ପିକ୍‌ଅପ (ଓଡି ୦୩ ଏଇ ୮୯୯୯)କୁ ତନଖି କଲାବେଳେ ଜିଏସ୍‌ଟି ଫାଙ୍କିଥିବା ଜାଣିବାକୁ ପାଇଥିଲେ। ସେ ଏ ନେଇ ଖବର ଦେବାପରେ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ଭବାନୀପାଟଣାର ସହକାରୀ କମିଶନର ଦିବ୍ୟଜ୍ୟୋତି ନନ୍ଦ ଓ ସହକାରୀ ବାଣିଜ୍ୟକର ଅଧିକାରୀ ସୁଧାଂଶୁ ଶେଖର ବେହେରାଙ୍କୁ ନେଇ ଗଠିତ ଟିମ୍‌ ଆସି ସାବୁନ ଉପରେ ଦୁଇ ଲକ୍ଷ ଓ ଭାଙ୍ଗ ଉପରେ ୭୦ହଜାର ଟଙ୍କାର ଜିଏସ୍‌ଟି ଆଦାୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

୪ କୋଠରିରେ ବସୁଛନ୍ତି ୯ ଶ୍ରେଣୀର ପିଲା

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଠିକପାଲି ପଞ୍ଚାୟତ ଶୁକ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୯୫୮ମସିହାରେ…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!

ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି…

ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍‌…

କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri