Posted inଜାତୀୟ

ଛତିଶଗଡ଼ ଏନ୍‌କାଉଣ୍ଟର: ୨ ମାଓବାଦୀ ମୃତ

ଦାନ୍ତଓ୍ବୋଡା,୧୮।୪: ଛତିଶଗଡ଼ର କୁଆକୋଣ୍ଡା ପୋଲିସ ଷ୍ଟେଶନ ଅନ୍ତର୍ଗତ ଧାନିକାରକାଠାରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍‌ଜି) ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ଗୁରୁବାର ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଛତିଶଗଡ଼ର ୩ଟି ଲୋକ ସଭା ଆସନ କାଙ୍କେର, ରାଜନନ୍ଦଗାଁଓ ଓ ମହାଶାମୁଣ୍ଡାରେ ଭୋଟ ଗ୍ରହଣ ଚାଲୁଥିବା ବେଳେ ଏହି ଏନ୍‌କାଉଣ୍ଟର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଟେଷ୍ଟ୍‌ କିଟ୍‌ ଅଧିକ ଦାମରେ କାହିଁକି କିଣାଗଲା,ସରକାର କରନ୍ତୁ ସ୍ପଷ୍ଟ: କଂଗ୍ରେସ

ନୂଆଦିଲ୍ଲୀ,୨୭।୪: କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଲାଗି ର଼୍ୟାପିଡ୍‌ ଆଣ୍ଟିବଡ଼ି କିଟ୍‌ ଚାଇନାରୁ ଅଣାଯାଇଛି। ଏହାର ଦାମ ୨୪୫ ଟଙ୍କା ଥିବାବେଳେ ଆମଦାନୀକାରୀ ଭାରତରେ ଏହାକୁ...

ଆଜି ଇସ୍ରୋର ବୈଜ୍ଞାନିକମାନଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗ୍ରୀସର ଏଥେନ୍ସରୁ ବାହାରି ଶନିବାର ଭାରତରେ ପହଞ୍ଚିଛନ୍ତି। ଦକ୍ଷିଣ ଆଫ୍ରିକା ଏବଂ ଗ୍ରୀସ ଗସ୍ତରେ ତାଙ୍କର ଦୁଇ ଦେଶ...

ରାହୁଲ ଗାନ୍ଧୀଙ୍କୁ ଅହଙ୍କାରର ଚାପୁଡା ମାରିଛନ୍ତି କୋର୍ଟ: ସମ୍ବିତ ପାତ୍ର

ନୂଆଦିଲ୍ଲୀ, ୨୦।୪: ମୋଦି ସାଙ୍ଗିଆ ମାମଲାରେ ରାହୁଲ ଗାନ୍ଧୀଙ୍କ ଦାଖଲ ଯାଚିକାକୁ ସୁରଟର ସେସନ କୋର୍ଟ ଖାରଜ କରିଦେଇଛନ୍ତି। ଏ ନେଇ ଭାଜପା ସୁରଟ ସେସନ...

ପିଲା ଜନ୍ମର ୧୦ ଦିନ ପୂର୍ବରୁ ଆସିଲା ପିତାଙ୍କ ମୃତ୍ୟୁ ଖବର

ମଥୁରା,୮।୮: ଏୟାର ଇଣ୍ଡିଆ ଏକ୍ସପ୍ରେସର ବିମାନ ଦୁର୍ଘଟଣାରେ ମଥୁରା ନିବାସୀ କୋ-ପାଇଲଟ ଅଖିଳେଶ କୁମାର ଭରଦ୍ୱାଜଙ୍କ ମୃତ୍ୟୁ ହୋଇଛି। ଏହି ଖବର ଆସିବା ପରେ ତାଙ୍କ...

ସୁଶାନ୍ତଙ୍କ ଆତ୍ମାର ସଦ୍‌ଗତି ପାଇଁ ଉପବାସ ରଖିବେ ବିହାର ଡିଜିପି

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ଖବର ଶୁଣି କ୍ରିକେଟ ଜଗତ ସ୍ତବ୍ଧ ହୋଇଯାଇଛି। ରାଜନେତାଠାରୁ ଆରମ୍ଭ କରି କ୍ରୀଡା ଜଗତ ତାଙ୍କ ଆକସ୍ମିକ...

ଏହି କବାଡ଼ି ପ୍ରତିଯୋଗୀତାରେ ପୁରସ୍କାର ମିଳେ କୁକୁଡ଼ା, ମାଛ

କବାଡ଼ି ଖେଳ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ଏହା ଗାଁଠରୁ ସହର ସମସ୍ତ ବ୍ୟକ୍ତିଙ୍କୁ ଆକର୍ଷିତ କରିଥାଏ। ହେଲେ ଛତିଶଗଡ଼ ଗରିଆବନ୍ଦ ଜିଲାରେ ଆୟୋଜିତ...

ଉଗ୍ର ରୂପ ନେଲା ‘ତାଉକ୍ତାଏ’: ଅନେକ ସ୍ଥାନରେ ଉପୁଡିଲା ଗଛ, ଭାଙ୍ଗିଲା ଘର

ଥିରୁଭାନନ୍ତପୁରମ୍‌,୧୬।୫: ଆରବ ମହାସାଗରରେ ସୃଷ୍ଟି ସାମୁଦ୍ରିକ ଝଡ଼ ‘ତାଉକ୍ତାଏ’ ଭେରି ସିଭିୟର ସାଇକ୍ଲୋନିକ ଷ୍ଚର୍ମରେ ପରିଣତ ହୋଇଛି। ଏବେ ଏହା କେରଳରେ ଏହାର ରୂପ ଦେଖାଇବା...

ମୋଦିଙ୍କ ବାଂଲାଦେଶ ଗସ୍ତକୁ ବିରୋଧ ପ୍ରଦର୍ଶନବେଳେ ୪ ମୃତ

ଢାକା,୨୬।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବାଂଲାଦେଶ ଗସ୍ତ କରିଛନ୍ତି। ଏହା ବିରୋଧରେ ଚିଟ୍ଟାଗଙ୍ଗଠାରେ ଆନ୍ଦୋଳନବେଳେ ପୋଲିସର ରବର ବୁଲେଟ ମାଡ଼ରେ ପ୍ରାଣ ହରାଇଛନ୍ତି...

Advertisement
Archives

Model This Week