Posted inଜାତୀୟ

ଛତିଶଗଡ଼ ଏନ୍‌କାଉଣ୍ଟର: ୨ ମାଓବାଦୀ ମୃତ

ଦାନ୍ତଓ୍ବୋଡା,୧୮।୪: ଛତିଶଗଡ଼ର କୁଆକୋଣ୍ଡା ପୋଲିସ ଷ୍ଟେଶନ ଅନ୍ତର୍ଗତ ଧାନିକାରକାଠାରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍‌ଜି) ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ଗୁରୁବାର ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଛତିଶଗଡ଼ର ୩ଟି ଲୋକ ସଭା ଆସନ କାଙ୍କେର, ରାଜନନ୍ଦଗାଁଓ ଓ ମହାଶାମୁଣ୍ଡାରେ ଭୋଟ ଗ୍ରହଣ ଚାଲୁଥିବା ବେଳେ ଏହି ଏନ୍‌କାଉଣ୍ଟର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର, ଦୈନିକ ସଂକ୍ରମଣ ୩୦ ହଜାର ତଳେ…

ନୂଆଦିଲ୍ଲୀ,୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ...

କରୋନାରେ ଏହି କଂଗ୍ରେସ ବିଧାୟକଙ୍କ ପରଲୋକ

ବେଙ୍ଗାଲୁରୁ, ୨୪।୯: କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା କର୍ନାଟକର କଂଗ୍ରେସ ବିଧାୟକ ବି. ନାରାୟଣ ରାଓଙ୍କର ଗୁରୁବାର ଅପରାହ୍ନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ...

ବର୍ଷା ପରେ ବି କମୁନି ରାଜଧାନୀରେ ପ୍ରଦୂଷଣର ସ୍ତର

ନୂଆଦିଲ୍ଲୀ,୩।୧୧: ଦିଲ୍ଲୀ ଏନ୍‌ସିଆର୍‌ରେ ବର୍ଷା ପରେ ବି କମୁନି ପ୍ରଦୂଷଣର ମାତ୍ରା। ଶନିବାର ରାତିରେ ଦିଲ୍ଲୀର କିଛି ଅଂଶରେ ସାମାନ୍ୟ ବର୍ଷା ହୋଇଥିବା ବେଳେ ଏବେବି...

ଫ୍ଲୋର ଟେଷ୍ଟକୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ

ମୁମ୍ବାଇ,୨୮ ।୬: ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏକନାଥ ସିନ୍ଧେ ଗ୍ରୁପଙ୍କୁ ମିଳିଥିବା ଆଶ୍ୱସ୍ତି ପରେ ଏବେ ଫ୍ଲୋର ଟେଷ୍ଟକୁ ନେଇ ମହାରାଷ୍ଟ୍ର ରାଜନୀତି ହୋଇଛି ସରଗରମ ।...

୬୦% ପରିବାରର ଆୟ ପ୍ରଭାବିତ

ନୂଆଦିଲ୍ଲୀ,୨୪।୫: କୋଭିଡ୍‌-୧୯ ମହାମାରୀ ଯୋଗୁ ଭାରତର ପାଖାପାଖି ୬୦ ପ୍ରତିଶତ ପରିବାରର ଆୟ ବାଧାପ୍ରାପ୍ତ ହୋଇଛି। ନିଏଲସେନ୍‌ ପକ୍ଷରୁ ୧୨ଟି ସହର ଉପରେ କରାଯାଇଥିବା ସର୍ଭେରୁ...

ରାମଦେବ ପୁଣି ହେଲେ ବିବାଦୀୟ: ତୃତୀୟ ସନ୍ତାନଙ୍କୁ ନ ମିଳୁ ଭୋଟ ଦେବା ଅଧିକାର

ହରିଦ୍ୱାର,୨୬।୫: ବିଭିନ୍ନ ସମୟରେ ମନ୍ତବ୍ୟ ଦେଇ ଚର୍ଚ୍ଚା ପରିସରକୁ ଆସୁଥିବା ବାବା ରାମଦେବ ପୁଣି ଥରେ ବିବାଦୀୟ ହୋଇପଡ଼ିଛନ୍ତି । ହରିଦ୍ୱାରରେ ଏକ ସଭାରେ ଯୋଗଦେଇ...

ହାର୍ଦ୍ଦିକ ନୁହେଁ ଜିଗ୍ନେଶ ହେଲେ କଂଗ୍ରେସର ପୋଷ୍ଟର ବୟ

ଅହମଦାବାଦ,୬।୫: ଗତ କିଛି ଦିନରୁ ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲଙ୍କ ରାଜ୍ୟ ନେତୃତ୍ୱକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଭାଜପାକୁ ଖୋଲାଖୋଲି ଭାବେ...

ମା’ଙ୍କ ଦ୍ୱିତୀୟ ବିବାହରେ ଶୁଭେଚ୍ଛା ଜଣାଇଲେ ପୁଅ: ଭାବପ୍ରବଣ ହୋଇ ଲେଖିଲେ ଏମିତି

ଥିରୁଭାନନ୍ତପୁରମ୍‌, ୧୩।୬: ମା’ଙ୍କ ଦ୍ୱିତୀୟ ବିବାହରେ ତାଙ୍କୁ ଶୁଭେଚ୍ଛା ଜଣାଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି କେରଳର ଜଣେ ଯୁବକ। ଗୋକୁଲ ଶ୍ରୀଧର ନାମକ ଏହି ଯୁବକ...

Advertisement
Archives

Model This Week