ଗୀତ ଗାଇଲେ ଛତ୍ରପୁର ବିଇଓ

ଛତ୍ରପୁର,୧୭।୮(ଡି.ଏନ୍‌.ଏ.): ଭାରତର ବିକାଶକୁ ନେଇ ମୋ ସୁନା ଭାରତ ଅଗଷ୍ଟ ୧୫ ତାରିଖରେ ରିଲିଜ୍‌ ହୋଇଛି। ଏହି ଗୀତରେ ଛତ୍ରପୁର ବ୍ଲକ ଶିକ୍ଷାଧିକାରୀ ଅବିନାଶ ଶତପଥୀ କଣ୍ଠଦାନ କରିଛନ୍ତି। ପୂର୍ବରୁ ବିଭିନ୍ନ ନୂତନ ଚିନ୍ତାଧାରାକୁ ନେଇ ବିଇଓ ଶିକ୍ଷା ବିଭାଗ ଓ ଅନ୍ୟାନ୍ୟ ସଂଗଠନ ପକ୍ଷରୁ ପ୍ରଶଂସିତ ହୋଇଛନ୍ତି। ଭାରତର ବିକାଶକୁ ନେଇ ଏହି ଗୀତ ରଚନା ହୋଇଥିବାବେଳେ ଭାରତ, ଓଡ଼ିଶା ଓ ଗଞ୍ଜାମ ଜିଲାକୁ ନେଇ ଏହି ଗୀତ ପ୍ରସ୍ତୁତ ହୋଇଥିବା ସୂଚନା ଦିଆଯାଇଛି। ଏଥିସହ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ଏହି ଗୀତରେ ପ୍ରାଧାନ୍ୟ ଦିଆଯାଇଛି। ମୋବାଇଲ୍‌ ନେଟୱର୍କ ନ ଥିବା ସ୍ଥାନରେ ଅନଲାଇନ୍‌ରେ ପାଠ ପଢିବାରେ ଅସୁବିଧା ହେଉଥିଲା। ଘର ନିକଟକୁ ଯାଇ ଶିକ୍ଷକ ପାଠ ପଢାଇବାର ବ୍ୟବସ୍ଥାର ସେ ଶୁଭାରମ୍ଭ କରିଥିଲେ। ପରେ ରାଜ୍ୟ ସରକାର ମଧ୍ୟ ଏହି ଚିନ୍ତାଧାରାକୁ ଆପଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ଝିଅପୁଅଙ୍କ ମୃତ୍ୟୁ

ଲହୁଣୀପଡ଼ା,୨୨।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ବ୍ଲକ ଅନ୍ତର୍ଗତ ଶସ୍ୟକଳା ପଞ୍ଚାୟତ ଦମାଳୁ ଗ୍ରାମର ଗାଙ୍ଗଟୋଲା ବସ୍ତିରେ ଦୁଇଦିନରେ ଦୁଇ ପୁଅଝିଅଙ୍କର ମୃତ୍ୟୁ ଘଟିଛି। ମା’ ସହିତ...

ନୂଆ ଟ୍ରାନ୍ସଫର୍ମର ଲଗାଯାଉନି: ମାସେ ହେଲା ଜଳ ଯୋଗାଣ ବନ୍ଦ

ବଇଣ୍ଡା, ୧୬ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଡରପାଳ ପଞ୍ଚାୟତ ନତଡା ଗ୍ରାମରେ ଥିବା ଟ୍ରାନ୍ସଫର୍ମରଟି ମାସେ ହେଲା ପୋଡିଯାଇଛି। ହେଲେ ସେଠାରେ ନୂତନ ଟ୍ରାନ୍ସଫର୍ମର...

ପାଠପଢ଼ା ସ୍ଥିତି ପରଖିଲେ ଗଣଶିକ୍ଷାମନ୍ତ୍ରୀ : ବିଜେବିରେ ଯୁକ୍ତ ୨ ଖୋଲିବାକୁ ପ୍ରସ୍ତାବ

ଖୋର୍ଦ୍ଧା ଅଫିସ/ଯାଁଳା/ବେଗୁନିଆ,୧୧ା୧(ଡି.ଏନ୍‌.ଏ.): ରାଜ୍ୟ ସରକାର ଦୀର୍ଘ ୯ମାସ ପରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ କୋଭିଡ୍‌ କଟକଣାରେ ସ୍କୁଲ ଖୋଲିଛନ୍ତି। ପାଠପଢ଼ା କିପରି...

ଦାରିଙ୍ଗବାଡ଼ିରେ କରୋନା ସନ୍ଦିଗ୍ଧ

ଦାରିଙ୍ଗବାଡ଼ି,୧୪।୩(ଡି.ଏନ.ଏ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ସନ୍ଦିଗ୍ଧ କରୋନା ଆକ୍ରାନ୍ତ ଯୁବତୀଙ୍କୁ ଶୁକ୍ରବାର ଚିକିତ୍ସା କରାଯାଇଛି। ଯୁବତୀ ଜଣକ ତାମିଲନାଡୁରୁ ଫେରିବା ପରେ...

ନିର୍ଦ୍ୱନ୍ଦ୍ୱ ସମିତିସଭ୍ୟାଙ୍କ ଅପହରଣ ମାମଲାରେ ନୂଆ ମୋଡ଼

ଗଞ୍ଜାମ,୧୫।୨: ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତର ନିର୍ଦ୍ୱନ୍ଦ୍ୱ ସମିତି ସଭ୍ୟା ମାମି ଦାସଙ୍କୁ ଅପହରଣ ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି ।...

ଠେଲାଗାଡ଼ିରେ ଗଲେ ଡାକ୍ତରଖାନା

ଧର୍ମଶାଳା,୨୩ା୩(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ଜାରକା ନିକଟରେ ବୁଧବାର ଏକ ଅଜଣା ଗାଡ଼ି ଧକ୍କାରେ ଗୁରୁତର ହୋଇଥିବା ମହିଳାଙ୍କୁ...

ଆରମ୍ଭ ହେଲା ନ୍ୟାଶନାଲ ଆର୍ଟ, କ୍ରାଫ୍ଟ ମେଳା

ସମ୍ବଲପୁର,୨୪।୪(ବ୍ୟୁରୋ): ନ୍ୟାଶନାଲ ଆର୍ଟ ଏବଂ କ୍ରାଫ୍ଟ କଟନ୍‌ ସିଲ୍କ ଏକ୍ସପୋ-୨୦୨୨ (ପ୍ରଦର୍ଶନୀ ଓ ମେଳା) ସମ୍ବଲପୁର ଅଇଁଠାପାଲିସ୍ଥିତ ପିଏଚ୍‌ଡି ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି। ମେଳାରେ ୧ଲକ୍ଷରୁ...

ସେବାୟତଙ୍କୁ ହାତ ଉଠାଇବା ଅଭିଯୋଗରେ କନଷ୍ଟେବଳଙ୍କ ବଦଳି

ଆରଡ଼ି, ୨ା୯ (ଡି.ଏନ.ଏ.)- ଭଦ୍ରକ ଜିଲାର ଶୈବପୀଠ ଆଖଣ୍ଡଳମଣି ମନ୍ଦିର ପରିସରରେ ସୋମବାର ପୂର୍ବାହ୍ନରେ ଜଣେ ସେବାୟତଙ୍କୁ ହାତ ଉଠାଇବା ଅଭିଯୋଗରେ ଆରଡ଼ି ଫାଣ୍ଡିର ଜଣେ...

Advertisement
Archives

Model This Week