କାମ ଯୋଗାଇବାରେ ଛତ୍ରପୁର ବ୍ଲକ ବିଫଳ: ପୁଣି ବିରକ୍ତି ହେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୦।୭(ଡି.ଏନ୍‌.ଏ.): କରୋନା ସମୟରେ ଜୀବନ ଜୀବିକା ଉପରେ ରାଜ୍ୟ ସରକାର ଓ ଗଞ୍ଜାମ ଜିଲାପ୍ରଶାସନ ଗୁରୁତ୍ୱ ଦେଇ ଆସୁଛନ୍ତି। ବିଶେଷକରି ଏମ୍‌ଜିଏନ୍‌ଆରଜିଏସ୍‌ରେ ଗ୍ରାମାଞ୍ଚଳ ଲୋକଙ୍କୁ ପ୍ରତି ବ୍ଲକରେ କାମ ଯୋଗାଇ ଦୈନିକ ୧୦ ହଜାର ଶ୍ରମଦିବସ ସୃଷ୍ଟି ପାଇଁ ଟାର୍ଗେଟ ରହିଛି। ମାତ୍ର ଛତ୍ରପୁର ବ୍ଲକରେ ଦୈନିକ ୪ ହଜାର ଶ୍ରମ ଦିବସ ସୃଷ୍ଟି ହେଉଛି । ଏହି ଯୋଜନାରେ କାମ କରିବାକୁ ଉକ୍ତ ବ୍ଲକରେ ୨୫ ହଜାର ୩୬୩ ପରିବାରଙ୍କ ଠାରେ ଜବକାର୍ଡ ଅଛି ମାତ୍ର ୮୯୧୮ ପରିବାରଙ୍କୁ କାମ ମିଳିଛି। ଉକ୍ତ ବ୍ଲକ ଲୋକଙ୍କୁ କାମ ଯୋଗାଇବାରେ ବିଫଳ ହୋଇଛି। ଏ ନେଇ ଜିଲାପାଳ ବିରକ୍ତି ପ୍ରକାଶ କରି କାରଣ ଦର୍ଶାଅ ନୋଟିସ ଜାରି କରିଥିବା ନଜିର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ଗେଟ୍‌ ସଦୃଶ ତୋରଣ ମୁଖ୍ୟ ଆକର୍ଷଣ

ସୋନପୁର,୨୭।୯(ନି.ପ୍ର.): ସୁବର୍ଣ୍ଣପୁର ସହର ଟିକିରିପଡାରେ ୫୫ତମ ସାର୍ବଜନୀନ ଦୁର୍ଗା ପୂଜା ମହାସମାରୋହରେ ପାଳନ କରାଯିବ। ଏଥିପାଇଁ ପୂଜା କମିଟି କର୍ମକର୍ତ୍ତାମାନେ ଜୋରସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପ୍ରତିବର୍ଷ...

ଶ୍ରମିକଙ୍କ ଯନ୍ତ୍ରପାତି କ୍ରୟ ବିଲ୍‌ ସଂଶୋଧନ ଦାବିରେ ଧାରଣା

ଯାଜପୁର ରୋଡ,୨୧।୮(ନି.ପ୍ର.)- ନିଖିଳ ଉତ୍କଳ ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ଶ୍ରମିକଙ୍କ ଯନ୍ତ୍ରପାତି କ୍ରୟ ବିଲ୍‌ ଉପରେ ବାଣିଜ୍ୟକର ବିଭାଗ ପ୍ରଦାନ କରିଥିବା ତଥ୍ୟର ସଂଶୋଧନ...

୪.୬୨ ଲକ୍ଷ ଟଙ୍କା ଠକେଇ, ଫାଇନାନ୍ସ କମ୍ପାନୀର କର୍ମଚାରୀ କହୁଥିବା ଯୁବକ ଗିରଫ

କୋକସରା,୭।୧: କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ରାବଣଗୁଡା ଗ୍ରାମର କିଛି ଲୋକଠାରୁ ୪ ଲକ୍ଷ ୬୨ ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ପୋଲିସ...

ବ୍ୟାଙ୍କ ଆଗରେ ଜମାକାରୀଙ୍କ ଭିଡ଼: ଜମାଖାତାରୁ ଟଙ୍କା ଗାଏବ ଗୁଜବ

ଗୋପ,୧୬ା୪(ଡି.ଏନ.ଏ): କରୋନା ମହାମାରୀକୁ ନେଇ ଏବେ ସାରା ରାଜ୍ୟରେ ମାନ୍ଦାବସ୍ଥା ଦେଖାଦେଇଛି। ଏପରି ସ୍ଥିତିରେ ବିଭିନ୍ନ ବ୍ୟାଙ୍କରେ ଥିବା ଜମାଖାତାରୁ ସରକାର ଟଙ୍କା ଉଠାଇ ନେଉଥିବା...

ବ୍ୟାଙ୍କ ଶାଖା ପରିଚାଳକ ନିଲମ୍ବିତ

କୋରାପୁଟ,୨୦।୧(ସ୍ବ.ପ୍ର.) ଲକ୍ଷ୍ମୀପୁର ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରୁ ସୁନା ଚୋରି ଘଟଣାରେ ଅଧିକ ପଚରାଉଚରା ପାଇଁ ଅଭିଯୁକ୍ତ ଶେଖର କୁଲଦିପିଆଙ୍କୁ ପୋଲିସ ରିମାଣ୍ଡରରେ ଆଣିଥିବା ବେଳେ ବୁଧବାର...

ଅଂଶୁଘାତ ମୃତ୍ୟୁ ରିପୋର୍ଟ ତୁରନ୍ତ ଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୧୦ା୩(ଡି.ଏନ୍‌.ଏ.): ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାବାସୀଙ୍କୁ ସତର୍କ ରହିବା ଓ ଅଂଶୁଘାତଜନିତ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି...

ଅଗ୍ନିଶମ ଗାଡ଼ିରେ ଜନ୍ମ ନେଲା ଶିଶୁକନ୍ୟା

ମହାକାଳପଡ଼ା,୨୧।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବାତ୍ୟା ଅମ୍ଫନ୍‌ ସମୟରେ ବୁଧବାର ଅଗ୍ନିଶମ ବିଭାଗ ଗାଡ଼ିରେ ଏକ ଶିଶୁକନ୍ୟା ଜନ୍ମ ହୋଇଛି। ବାତ୍ୟା ପବନ ଚାଲିଥିବା...

ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

ଖଇରା, ୯ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ରଫାୟାତପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀକକ୍ଷ ଅଭାବ ଯୋଗୁ ୨ଟି ଶ୍ରେଣୀର...

Advertisement
Archives

Model This Week