କାମ ଯୋଗାଇବାରେ ଛତ୍ରପୁର ବ୍ଲକ ବିଫଳ: ପୁଣି ବିରକ୍ତି ହେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୦।୭(ଡି.ଏନ୍‌.ଏ.): କରୋନା ସମୟରେ ଜୀବନ ଜୀବିକା ଉପରେ ରାଜ୍ୟ ସରକାର ଓ ଗଞ୍ଜାମ ଜିଲାପ୍ରଶାସନ ଗୁରୁତ୍ୱ ଦେଇ ଆସୁଛନ୍ତି। ବିଶେଷକରି ଏମ୍‌ଜିଏନ୍‌ଆରଜିଏସ୍‌ରେ ଗ୍ରାମାଞ୍ଚଳ ଲୋକଙ୍କୁ ପ୍ରତି ବ୍ଲକରେ କାମ ଯୋଗାଇ ଦୈନିକ ୧୦ ହଜାର ଶ୍ରମଦିବସ ସୃଷ୍ଟି ପାଇଁ ଟାର୍ଗେଟ ରହିଛି। ମାତ୍ର ଛତ୍ରପୁର ବ୍ଲକରେ ଦୈନିକ ୪ ହଜାର ଶ୍ରମ ଦିବସ ସୃଷ୍ଟି ହେଉଛି । ଏହି ଯୋଜନାରେ କାମ କରିବାକୁ ଉକ୍ତ ବ୍ଲକରେ ୨୫ ହଜାର ୩୬୩ ପରିବାରଙ୍କ ଠାରେ ଜବକାର୍ଡ ଅଛି ମାତ୍ର ୮୯୧୮ ପରିବାରଙ୍କୁ କାମ ମିଳିଛି। ଉକ୍ତ ବ୍ଲକ ଲୋକଙ୍କୁ କାମ ଯୋଗାଇବାରେ ବିଫଳ ହୋଇଛି। ଏ ନେଇ ଜିଲାପାଳ ବିରକ୍ତି ପ୍ରକାଶ କରି କାରଣ ଦର୍ଶାଅ ନୋଟିସ ଜାରି କରିଥିବା ନଜିର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁର୍‌ତୁ ସଂଗେ ଯୁଝୁଛନ୍‌ ଟିକେସିନୀ: ଚିକିଛା ଲାଗି ଟଁକା ଅଭାବ୍‌

ପଲମ,୧୯।୮(ଡି.ଏନ.ଏ.):  କଳାହାଣ୍ଡି ଜିଲା ନର୍ଲା ବ୍ଲକ ପଲମ ପଁଚେତ୍‌ ପଲମ ପୁରନା କଲୋନୀପଡ଼ାର ଟିକେସିନୀ ବାଗ(୩୫)। ଆଏଜ୍‌କେ ୨ ବଛର ହେଲା ସେ ଯକ୍ଷ୍ମା ରୋଗ୍‌ରେ...

ବିଦ୍ୟୁତ ନେଲା ଜୀବନ, ମୃତଦେହ ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ ଅଫିସ, ୨୨।୧୨- ବରଗଡ-ବଲାଙ୍ଗୀର ରାସ୍ତାର ଏକାମ୍ର ଛକ ନିକଟ ଏକ ଗଛ ଉପରକୁ ଚଢି ଗଛଡାଳ କାଟୁଥିଲା ସମୟରେ ରବିବାର ୧୧ କେଭି କ୍ଷମତା...

ତାରାତାରିଣୀ କଲେଜରେ ୩ କର୍ମଚାରୀଙ୍କୁ କରୋନା: ବନ୍ଦ ହେଲା କ୍ୟାମ୍ପସ

ପୁରୁଷୋତ୍ତମପୁର,୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ୩ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ କଲେଜ ଅଧ୍ୟକ୍ଷ ସୀମାଞ୍ଚଳ ପଟ୍ଟନାୟକ ଆଞ୍ଚଳିକ ଶିକ୍ଷା...

କରୋନା ସମ୍ପର୍କରେ ଶିଶୁଙ୍କୁ ସଚେତନ କରାଯିବ

କଟକ ଅଫିସ୍‌,୯।୫: ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିଶୁମାନଙ୍କର ସୁରକ୍ଷା ପାଇଁ ଏକ ରାଜ୍ୟ ସ୍ତରୀୟ ପ୍ରଚାର ଅଭିଯାନର ଶୁକ୍ରବାର ଶୁଭାରମ୍ଭ ହୋଇଛି। ପ୍ରାଧିକରଣର...

ବରଗଡ଼ରୁ ପୁଣି ୭୧ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୮୦୦ରେ

ବରଗଡ଼ ଅଫିସ,୨।୧୧: ବରଗଡ ଜିଲାରେ ସୋମବାର ପୁଣି ୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ୪, ବରଗ ବ୍ଲକର...

ବାରିପଦା ବନଖଣ୍ଡରେ ଅଛନ୍ତି ୮୧୫୭ ପକ୍ଷୀ

ବାରିପଦା ଅଫିସ,୨୫ା୧- ଶୀତ ଋତୁରେ ମୟୂରଭଞ୍ଜ ଜିଲାକୁ ଦେଶ ବିଦେଶ ତଥା ବିଭିନ୍ନ ଅଞ୍ଚଳରୁ ଆସୁଥିବା ପକ୍ଷୀଙ୍କ ଗଣନା କାର୍ଯ୍ୟ ଗତ ୩ ଓ ୪...

ବରୀରେ ବାତ୍ୟା ‘ଅମ୍ପନ’ର ପ୍ରଭାବ: ଯୋଗାଯୋଗ ବିଚ୍ଛିନ୍ନ, ବିଦ୍ୟୁତ୍‌ ସରବରାହ ବନ୍ଦ

ରତ୍ନଗିରି/ବରୀ, ୨୦।୫(ଡି.ଏନ୍‌.ଏ./ସ୍ବ.ପ୍ର.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ର ପ୍ରଭାବ ଯାଜପୁର ଜିଲା ବରୀ ଅଞ୍ଚଳର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ପ୍ରବଳ...

ସାହିତ୍ୟ ଦର୍ପଣ ପକ୍ଷରୁ ମହାବିନାୟକ କବିତା ଉତ୍ସବ

ଚଣ୍ଡିଖୋଲ,୧୯ା୮(ଡି.ଏନ୍‌.ଏ.):  ଚଣ୍ଡିଖୋଲସ୍ଥିତ ବିଜୁ କଲ୍ୟାଣ ମଣ୍ଢପ ପରିସରରେ ସାହିତ୍ୟ ଦର୍ପଣ ପର୍ତିକା ପକ୍ଷରୁ ରବିବାର ରାଜ୍ୟସ୍ତରୀୟ ମହାବିନାୟକ କବିତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବଡ଼ଚଣା ବିଧାୟକ...

Advertisement


Archives

Model This Week