ଛତ୍ରପୁର,୩୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ଜେଇ ଜୟସେନ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ କରୋନା ମୁକାବିଲା ଡ୍ୟୁଟିରେ ଥିବାବେଳେ ପଜିଟିଭ୍ଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ତାଙ୍କ ଆସୁ ଆରୋଗ୍ୟ କାମନା କରାଯାଇଛି।
ଛତ୍ରପୁର,୩୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ଜେଇ ଜୟସେନ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ କରୋନା ମୁକାବିଲା ଡ୍ୟୁଟିରେ ଥିବାବେଳେ ପଜିଟିଭ୍ଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ତାଙ୍କ ଆସୁ ଆରୋଗ୍ୟ କାମନା କରାଯାଇଛି।
କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...
କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...
ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...
ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...
ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...
କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...
ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...
