ଡ୍ୟୁଟିରେ ଥିବାବେଳେ ଛତ୍ରପୁର ବ୍ଲକ ଜେଇଙ୍କୁ କରୋନା: ଜାଣନ୍ତୁ କିପରି ହେଲେ ଆକ୍ରାନ୍ତ

ଛତ୍ରପୁର,୩୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ଜେଇ ଜୟସେନ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ କରୋନା ମୁକାବିଲା ଡ୍ୟୁଟିରେ ଥିବାବେଳେ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ତାଙ୍କ ଆସୁ ଆରୋଗ୍ୟ କାମନା କରାଯାଇଛି।