ଛତ୍ରପୁର ବ୍ଲକ : ସରପଞ୍ଚ ଓ ସମିତି ସଭ୍ୟଙ୍କ ନିମନ୍ତେ ଚିଠା ସଂରକ୍ଷଣ ତାଲିକା ପ୍ରକାଶ

ଛତ୍ରପୁର,୨୯।୧୨(ଡି.ଏନ୍‌.ଏ.): ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ୧୮ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ପଦ ନିମନ୍ତେ ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇଛି । ଛତ୍ରପୁର ବ୍ଲକ ଅଗସ୍ତିନୂଆଗାଁ ପଞ୍ଚାୟତ ସରପଞ୍ଚ ପଦ ନିମନ୍ତେ ଅନୁସୂଚିତ ଜାତି ମହିଳା, ଆର୍ଯ୍ୟପଲ୍ଲୀ ପଞ୍ଚାୟତ ଅନୁସୂଚିତ ଜାତି, କଣମଣା ପଞ୍ଚାୟତ ଅନୁସୂଚିତ ଜାତି ମହିଳା, କାଳିପଲ୍ଲୀ ପଞ୍ଚାୟତ ମହିଳା, ଚମାଖଣ୍ଡି ପଞ୍ଚାୟତ ଅଣସଂରକ୍ଷିତ, ଚିକଲଖଣ୍ଡି ପଞ୍ଚାୟତ ଅନୁସୂଚିତ ଜାତି, ଟାଙ୍ଗଣାପଲ୍ଲୀ ପଞ୍ଚାୟତ ଅଣସଂରକ୍ଷିତ, ନରେନ୍ଦ୍ରପୁର ପଞ୍ଚାୟତ ମହିଳା, ପୋଟ୍ଟଲାମପୁର ପଞ୍ଚାୟତ ଅଣସଂରକ୍ଷିତ, ପୋଡାପଦର ପଞ୍ଚାୟତ ଅନୁସୂଚିତ ଜାତି ମହିଳା, ବଉଳଗାଁ ପଞ୍ଚାୟତ ଅନୁସୂଚିତ ଜାତି, ବଡମାଧପୁର ପଞ୍ଚାୟତ ଅନୁସୂଚିତ ଜାତି ମହିଳା, ବିପୁଳିଙ୍ଗି ପଞ୍ଚାୟତ ଅନୁସୂଚିତ ଜାତି ମହିଳା, ଭିକାରିପଲ୍ଲୀ ପଞ୍ଚାୟତ ମହିଳା, ମହାନାଦପୁର ପଞ୍ଚାୟତ ଅଣସଂରକ୍ଷିତ, ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଣସଂରକ୍ଷିତ, ସୁନ୍ଦରପୁର ପଞ୍ଚାୟତ ଅନୁସୂଚିତ ଜାତି, ଲକ୍ଷ୍ମୀପୁର ପଞ୍ଚାୟତ ପାଇଁ ମହିଳା ସଂରକ୍ଷଣ ରହିଛି ।
ସେହିପରି ସମିତିସଭ୍ୟ ପଦ ନିମନ୍ତେ ଅଗସ୍ତିନୂଆଗାଁ ପଞ୍ଚାୟତ ଅନୁସୂଚିତ ଜାତି, ଆର୍ଯ୍ୟପଲ୍ଲୀ ପଞ୍ଚାୟତ ଅନୁସୂଚିତ ଜାତି, କଣମଣା ପଞ୍ଚାୟତ ଅନୁସୂଚିତ ଜନଜାତି ମହିଳା, କାଳିପଲ୍ଲୀ ପଞ୍ଚାୟତ ଅଣସଂରକ୍ଷିତ, ଚମାଖଣ୍ଡି ପଞ୍ଚାୟତ ଅଣସଂରକ୍ଷିତ, ଚିକଲଖଣ୍ଡି ପଞ୍ଚାୟତ ଅନୁସୂଚିତ ଜାତି ମହିଳା, ଟାଙ୍ଗଣାପଲ୍ଲୀ ପଞ୍ଚାୟତ ଅଣସଂରକ୍ଷିତ, ନରେନ୍ଦ୍ରପୁର ପଞ୍ଚାୟତ ମହିଳା, ପୋଟ୍ଟଲାମପୁର ପଞ୍ଚାୟତ ଅଣସଂରକ୍ଷିତ, ପୋଡାପଦର ପଞ୍ଚାୟତ ଅନୁସୂଚିତ ଜାତି ମହିଳା, ବଉଳଗାଁ ପଞ୍ଚାୟତ ଅଣସଂରକ୍ଷିତ, ବଡମାଧପୁର ପଞ୍ଚାୟତ ମହିଳା, ବିପୁଳିଙ୍ଗି ପଞ୍ଚାୟତ ମହିଳା, ଭିକାରିପଲ୍ଲୀ ପଞ୍ଚାୟତ ମହିଳା, ମହାନାଦପୁର ପଞ୍ଚାୟତ ମହିଳା, ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଣସଂରକ୍ଷିତ, ସୁନ୍ଦରପୁର ପଞ୍ଚାୟତ ଅନୁସୂଚିତ ଜାତି ମହିଳା, ଲକ୍ଷ୍ମୀପୁର ପଞ୍ଚାୟତ ପାଇଁ ଅଣସଂରକ୍ଷିତ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri