ଗଞ୍ଜାମ, ୭।୧୨(ଡି.ଏନ୍.ଏ.): ଟାଟାରେ ଚାକିରୀ ଦେବାକୁ କହି ଲାକ୍ଷଧିକ ଟଙ୍କା ଠକେଇ ଅଭିଯୋଗରେ ଭିଜିଲାନ୍ସ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିଛି l ପୂର୍ବରୁ ପ୍ରଦୀପଙ୍କୁ ଜନବିରୋଧି କାର୍ଯ୍ୟ ଅଭିଯୋଗରେ ମୁଖ୍ୟମନ୍ତ୍ରୀ ଦଳରୁ ବହିସ୍କୃତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପକୁ ବିଧାୟକ ବେହେରା ସ୍ବାଗତ ଯୋଗ୍ୟ ପଦକ୍ଷେପ ବୋଲି ଗଣମାଧ୍ୟମଙ୍କ ସୂଚନା ଦେଇଛନ୍ତି l ଏଥିସହିତ ପ୍ରଦୀପଙ୍କ ଏହି କାର୍ଯ୍ୟକୁ ଛତ୍ରପୁର ବିଧାୟକ ଘୋର ନିନ୍ଦା କରିଛନ୍ତି l
Posted inଆମ ଜିଲା ଖବର, ଗଞ୍ଜାମ View All
ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…
କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...
ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା
ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...
ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ
ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...
ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା
ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...
ଘରେଥିଲେ ବୃଦ୍ଧ ହଠାତ୍ ଲାଗିଗଲା ନିଆଁ: ଶେଷରେ…
ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...
ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...
ବସ୍ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…
ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍...
Archives


