ଗଞ୍ଜାମ, ୭।୧୨(ଡି.ଏନ୍.ଏ.): ଟାଟାରେ ଚାକିରୀ ଦେବାକୁ କହି ଲାକ୍ଷଧିକ ଟଙ୍କା ଠକେଇ ଅଭିଯୋଗରେ ଭିଜିଲାନ୍ସ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିଛି l ପୂର୍ବରୁ ପ୍ରଦୀପଙ୍କୁ ଜନବିରୋଧି କାର୍ଯ୍ୟ ଅଭିଯୋଗରେ ମୁଖ୍ୟମନ୍ତ୍ରୀ ଦଳରୁ ବହିସ୍କୃତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପକୁ ବିଧାୟକ ବେହେରା ସ୍ବାଗତ ଯୋଗ୍ୟ ପଦକ୍ଷେପ ବୋଲି ଗଣମାଧ୍ୟମଙ୍କ ସୂଚନା ଦେଇଛନ୍ତି l ଏଥିସହିତ ପ୍ରଦୀପଙ୍କ ଏହି କାର୍ଯ୍ୟକୁ ଛତ୍ରପୁର ବିଧାୟକ ଘୋର ନିନ୍ଦା କରିଛନ୍ତି l
Posted inଆମ ଜିଲା ଖବର, ଗଞ୍ଜାମ View All
ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….
ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…
କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି
କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…
ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ
ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…
ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ
ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…
ବସ୍ଷ୍ଟାଣ୍ଡରେ ବିକୁଥିଲେ କଫ୍ସିରପ୍, ମାଡ଼ି ବସିଲା ପୋଲିସ
ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…
ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….
ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…
ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…
ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…
ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ
ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…
Archives

