ଛତ୍ରପୁର ବିଧାୟକଙ୍କ ଜନସମ୍ପର୍କ ଯାତ୍ରା ଦଳୀୟ ସଙ୍ଗଠନ ନେଇ…

ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଦୋଳପୂର୍ଣ୍ଣିମା ଯାତ୍ରା ଚାଲିଥିବା ବେଳେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଶତାଧିକ ଯୁବକଙ୍କ ସହ ଜନସମ୍ପର୍କ ପଦଯାତ୍ରା କରିଛନ୍ତି। ଜିଲାପରିଷଦ ସଭ୍ୟ ସନାତନ ବେହେରା, ଗଞ୍ଜାମ ଏନ୍‌ଏସି ଉପନଗରପାଳ ସୁରେନ୍ଦ୍ର କୁମାର ବାରିକ, ଏନ୍‌ଏସି ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ, ପୂର୍ବତନ ଏନ୍‌ଏସି ଉପାଧ୍ୟାକ୍ଷ ନୀଳାଞ୍ଚଳ ବାରିକ, ଏନ୍‌ଏସି ନଗର ବିଜେଡି ସଭାପତି ରଙ୍କନାଥ ପଲାଇ, ପୂର୍ବତନ କାଉନ୍ସିଲର ଦଣ୍ଡପାଣି ପରିଡା, ବିଜେଡି ଯୁବନେତା ଧରଣୀ ସାହୁ, ନିରଞ୍ଜନ ପରିଡା, ବିଭୂତି ପଳାଇଙ୍କ ସମେତ ସମସ୍ତ କାଉନସିଲର ଉପସ୍ଥିତ ଥିଲେ। ଏହି ଅବସରରେ ବିଧାୟକ ବେହେରା ସାନ ବଜାରରୁ ଦଳୀୟ କର୍ମୀ ଓ ନେତୃବୃନ୍ଦଙ୍କ ସହ ବଜାର ଦେଇ ଜୟଶ୍ରୀ ଛକଠାରେ ପହଞ୍ଚି ଦଳୀୟ ସଂଗଠନ ଉପରେ କସରତ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ଉତ୍ସବମୁଖର ଭଞ୍ଜନଗର, ପୂଜା ମଣ୍ଡପରେ ବଢୁଛି ଶ୍ରଦ୍ଧାଳୁଙ୍କ ଭିଡ

ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ସହର ସମେତ ବ୍ଲକର ବିଭିନ୍ନ ଗ୍ରାମରେ ବିଶ୍ୱକର୍ମା ପୂଜା ଧୂମଧାମରେ ପାଳିତ ହୋଇଯାଇଛି । ସହରର ପଞ୍ଚାୟତ ସମିତି…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?