ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଦାୟିତ୍ୱ ନେଲେ ଶର୍ମିଷ୍ଠା ପ୍ରଧାନ

ଛତ୍ରପୁର,୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଭାବେ ଶର୍ମିଷ୍ଠା ପ୍ରଧାନ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଲାଗି ଉଦ୍ୟମ କରିବି ବୋଲି ସେ କହିଛନ୍ତି। ଏଥିସହ ଦଳୀୟ ନିର୍ବାଚନୀ ଇସ୍ତାହାରକୁ କାର୍ଯ୍ୟକାରୀ କରିବା ଲାଗି କାର୍ଯ୍ୟ କରାଯିବ ବୋଲି ସେ କହିଛନ୍ତି। ଏନଏସି ନିର୍ବାହୀ ଅଧିକାରୀ ଏନ୍‌ ଗଣେଷବାବୁଙ୍କ ସହ କାର୍ଯ୍ୟାଳୟର କର୍ମଚାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ଚନ୍ଦ୍ରଶେଖର ରେଡ୍ଡୀ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ପ୍ରଶାନ୍ତ କର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ ନାୟକ, ପ୍ରଦୀପ ପାଢ଼ୀ, ସଞ୍ଜିତ ରାଉଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ତାର ଚୋରି ର଼୍ୟାକେଟ୍‌ ଠାବ : ଜେଲ୍‌ ଗଲେ ୪ ଅଭିଯୁକ୍ତ

ବସ୍ତା/ରୂପ୍‌ସା,୨୪।୮(ଡି.ଏନ.ଏ./ସ୍ବ.ପ୍ର.): ବାଲେଶ୍ୱର ଜିଲା ଅଧୀନ ସଦର, ରୂପ୍‌ସା, ବସ୍ତା, ସିଂଲା ଓ ବାଲିଆପାଳ ଥାନା ଅଞ୍ଚଳରୁ ଲଗାତର ବିଦ୍ୟୁତ୍‌ ତାର ଚୋରି ଘଟଣାରେ ଏକ ର଼୍ୟାକେଟ...

ପାଣି ସମସ୍ୟା ନେଇ ସରପଞ୍ଚଙ୍କ ଘର ସମ୍ମୁଖରେ ଧାରଣା

କନିଷି,୯ ।୬(ଡି.ଏନ.ଏ.)-ରଙ୍ଗେଇଲୁଣ୍ଡା ବ୍ଲକ କୋଳଥିଗାଁରେ ରବିବାର ଗ୍ରାମବାସୀ ପାଣି ସମସ୍ୟା ନେଇ ସ୍ଥାନୀୟ ସରପଞ୍ଚଙ୍କ ଘର ସମ୍ମୁଖରେ ଧାରଣା ଦେଇଥିଲେ। ଏଥିପାଇଁ ସକାଳ ୭ଟାରୁ ୧୦ଟା...

୩୨ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୩।୧୦: ଖୋର୍ଦ୍ଧା ଅବକାରୀ ବିଭାଗର କର୍ମଚାରୀମାନେ ବଡ଼ବେରଣା ଗଁାରୁ ଗୁରୁବାର ପୂର୍ବାହ୍ନରେ ଚଢ଼ାଉକରି ୩୨ ଗା୍ରମ ବ୍ରାଉନସୁଗାର ଜବତ କରିଛନ୍ତି। ଏହି ଘଟଣାରେ...

ଦୁଇ ଗୋଷ୍ଠୀ ମୁହାଁମୁହିଁ

ସଜନାଗଡ଼, ୩।୪ (ଡି.ଏନ.ଏ.) ନୀଳଗିରି ବ୍ଲକ ଆରବନ୍ଧ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆରଇଜିଏସ୍‌)ରେ ଅନିୟମିତତା ଅଭିଯୋଗ କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି।...

ମନା ନାହିଁ ପତିତପାବନ ଦର୍ଶନ

ପୁରୀ ଅଫିସ, ୨୧।୧୨କରୋନା ମହାମାରୀ ଯୋଗୁ ଦୀର୍ଘ ୯ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରୁ ଖୋଲିବ। ୨୩ ଓ ୨୪ ତାରିଖରେ...

ଜୀବନ ବଞ୍ଚାଇବା ପାଇଁ ଗାଁ ଭିତରକୁ ପଶି ଆସିଥିଲା ହରିଣ: ମିଳିଲା ମୃତଦେହ

ଠାକୁରମୁଣ୍ଡା,୨୪।୩(ଡି.ଏନ୍‌.ଏ.): ଜଙ୍ଗଲରେ ନିଆଁ ଲାଗିବାରୁ ଜୀବଜନ୍ତୁ ଗାଁ ମୁହାଁ ହେଉଛନ୍ତି। କେନ୍ଦୁଝର ଜିଲା ଅନନ୍ଦପୁର ବ୍ଲକ ପଣସଡ଼ିହା ପଞ୍ଚାୟତର ଜଞ୍ଜାଳି ଗ୍ରାମକୁ ଏକ ହରିଣ ପଶି...

୧୦୦ ପରିବାର ପାଣିଘେରରେ

ଆରଡ଼ି,୧୭।୮(ଡି.ଏନ.ଏ.): ଭଦ୍ରକ ଜିଲାର ଚାନ୍ଦବାଲି ବ୍ଲକର ଓଳଗ, ଆରଡି, ନାନ୍ଦପୁର, ସୁନ୍ଦରପୁର ଆଦି ପଞ୍ଚାୟତରେ ଥିବା ୧୦ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ସୋମବାର...

ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା: ଭଦ୍ରକର ୧୧୭ କେନ୍ଦ୍ରରେ ୨୩,୫୬୩ ପରୀକ୍ଷାର୍ଥୀ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୧୯ା୨- ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଭଦ୍ରକ ଜିଲାର ୭ଟି ବ୍ଲକରେ ମୋଟ ୧୧୭ଟି ପରୀକ୍ଷା କେନ୍ଦ୍ରରେ ୨୩, ୫୬୩ ଜଣ...

Advertisement
Archives

Model This Week