ଛତ୍ରପୁର ଏନ୍‌ଏସିକୁ ମିଳିଲା ୧.୫୪ କୋଟି

ଛତ୍ରପୁର,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁକ୍ତା ଯୋଜନାରେ ୧ କୋଟି ୫୪ ଲକ୍ଷ ୨୮ ହଜାର ଟଙ୍କା ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି ସ୍ଥାନୀୟ ଗୌରୀ ଶଙ୍କର ମନ୍ଦିର କଲ୍ୟାଣ ମଣ୍ଡପ ପରିସରରେ ବିଜୁ ଜନତା ଦଳର ନଗର ସଭାପତି ବି. ରାଜିବାବୁ ଓ ଯୁବ ବିଜେଡି ସଭାପତି ଟି. ଚନ୍ଦ୍ର ଶେଖର ରାଓଙ୍କ ସଂଯୋଜନାରେ ଆୟୋଜିତ ଏହି କୃତଜ୍ଞତା ସଭାରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗ ଦେଇ ସହଗୁଡ଼ିକର ଉନ୍ନତି ପାଇଁ ରାଜ୍ୟ ସରକାର ସଦା ସର୍ବଦା କାର୍ଯ୍ୟ କରି ଆସୁଥିବା ବେଳେ ମୁକ୍ତା ଯୋଜନା ଆଉ ଏଲ ମାଇଲ ଖୁଣ୍ଟ ବୋଲି କହିଥିଲେ। ବିଧାୟକ ବେହେରା, ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ବିଜୟ କୃଷ୍ଣ ପଟ୍ଟନାୟକ, ପୂର୍ଣ୍ଣବାସୀ ମହାପାତ୍ର, ଯୁବ ବିଜେଡି ସଭାପତି ଟି. ଚନ୍ଦ୍ର ଶେଖର ରାଓ, ବିଜେଡି ନଗର ସଭାପତି ବି. ରାଜିବାବୁ ପ୍ରମୁଖ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri