ଛତ୍ରପୁର ଏନ୍‌ଏସିକୁ ମିଳିଲା ୧.୫୪ କୋଟି

ଛତ୍ରପୁର,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁକ୍ତା ଯୋଜନାରେ ୧ କୋଟି ୫୪ ଲକ୍ଷ ୨୮ ହଜାର ଟଙ୍କା ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି ସ୍ଥାନୀୟ ଗୌରୀ ଶଙ୍କର ମନ୍ଦିର କଲ୍ୟାଣ ମଣ୍ଡପ ପରିସରରେ ବିଜୁ ଜନତା ଦଳର ନଗର ସଭାପତି ବି. ରାଜିବାବୁ ଓ ଯୁବ ବିଜେଡି ସଭାପତି ଟି. ଚନ୍ଦ୍ର ଶେଖର ରାଓଙ୍କ ସଂଯୋଜନାରେ ଆୟୋଜିତ ଏହି କୃତଜ୍ଞତା ସଭାରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗ ଦେଇ ସହଗୁଡ଼ିକର ଉନ୍ନତି ପାଇଁ ରାଜ୍ୟ ସରକାର ସଦା ସର୍ବଦା କାର୍ଯ୍ୟ କରି ଆସୁଥିବା ବେଳେ ମୁକ୍ତା ଯୋଜନା ଆଉ ଏଲ ମାଇଲ ଖୁଣ୍ଟ ବୋଲି କହିଥିଲେ। ବିଧାୟକ ବେହେରା, ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ, ବିଜୟ କୃଷ୍ଣ ପଟ୍ଟନାୟକ, ପୂର୍ଣ୍ଣବାସୀ ମହାପାତ୍ର, ଯୁବ ବିଜେଡି ସଭାପତି ଟି. ଚନ୍ଦ୍ର ଶେଖର ରାଓ, ବିଜେଡି ନଗର ସଭାପତି ବି. ରାଜିବାବୁ ପ୍ରମୁଖ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ପଟ୍ଟା ଦାବିରେ ପୌର ଭୋଟ ବର୍ଜନ ନିଷ୍ପତ୍ତି

ରମ୍ଭା,୨୭।୨: ରମ୍ଭା ବିଜ୍ଞାପିତ ଅଞ୍ଚଳ ପରିଷଦର ତିନି ନମ୍ବର ୱାର୍ଡର ବ୍ରଜମୋହନପୁର ସାହିବାସୀଙ୍କ ପକ୍ଷରୁ ଆଗାମୀ ପୌର ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନିଆଯାଇଛି। ବ୍ରଜମୋହନପୁର...

ବାଲିଲୋକନାଥ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳିଜଗନାଥପୁର ଗ୍ରାମ ସ୍ଥିତ ପ୍ରସିଦ୍ଧ ଐତିହାସିକ ଶୈବପୀଠ ବାଲିଲୋକନାଥ ମନ୍ଦିରରେ ସୋମବାର ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। କାର୍ତ୍ତିକ...

କରୋନାକୁ ହରାଇ ପୁଣି କାର୍ଯ୍ୟରେ ଯୋଗଦେଲେ ବିଡିଓ: ଟୁଇଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବିଡିଓ ନାଗଭୂଷଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ତେବେ ସେ କରୋନାକୁ ହରାଇ ସୁସ୍ଥ ହୋଇ ପୁଣି କାର୍ଯ୍ୟରେ...

ମାଟ୍ରିକ ପରୀକ୍ଷା ସରିବା ଖୁସିରେ ଡିଜେ ବଜାଇ ନାଚିଲେ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.):  ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଶନିବାର ଶେଷ ହୋଇଛି। ସାଧାରଣତଃ ପରୀକ୍ଷା ସରିବା ପରେ ଭବିଷ୍ୟତକୁ ନେଇ ପିଲାମାନେ ଚିନ୍ତିତ ହୋଇପଡ଼ିବା ନଚେତ ସ୍କୁଲ...

ସହରର ଉନ୍ନତି ନେଇ ବିଧାୟକଙ୍କ ସହ ଆଲୋଚନା କଲେ ଦଳୀୟ ନେତୃବୃନ୍ଦ

ଗଞ୍ଜାମ,୬ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ପୋତାଗଡ଼ଠାରେ ରବିବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଦଳୀୟ ନେତୃବୃନ୍ଦଙ୍କ ସହ ଦଳୀୟ ସଂଗଠନ ଓ ବିଭିନ୍ନ ଉନ୍ନୟନ କାର୍ଯ୍ୟ...

ଆଦର୍ଶ ବିଦ୍ୟାଳୟରେ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବାକୁ ମିଳିଲା ସ୍ବୀକୃତି: ଆରମ୍ଭ ହେବ ନାମଲେଖା

ପୁରୁଷୋତ୍ତମପୁର,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ଭାଟକୁମରଡା ଆଦର୍ଶ ବିଦ୍ୟାଳୟକୁ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବା ପାଇଁ ଓଡିଶା ସରକାରଙ୍କ ଆଦର୍ଶ ବିଦ୍ୟାଳୟ ସଂଗଠନ ପକ୍ଷରୁ...

ଅଟୋ ସହ ବାର୍‌ହା ଧକ୍କା, ୬ ଆହତ

ବେଗୁନିଆପଡା,୯ା୯(ଡି.ଏନ.ଏ.)-ବେଗୁନିଆପଡ଼ା ଫାଣ୍ଡି ବୁରୁଝରିଠାରୁ ସୁମଣ୍ଡଳ ରାସ୍ତା ମଝିରେ ସୋମବାର ଅଟୋ ସହ ଏକ ବାର୍‌ହାର ଧକ୍କା ହେବାରୁ ୬ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନେ...

୨୨୦ ପେଟି ବିଦେଶୀ ମଦ ଜବତ, ଅଭିଯୁକ୍ତ କୋର୍ଟ ଚାଲାଣ

ରମ୍ଭା,୨୨।୪: ୧୬ ନମ୍ବର ଜାତୀୟ ରାଜପଥରେ ରମ୍ଭା ପୋଲିସ ଯାନବାହାନ ଯାଞ୍ଚ ସମୟରେ ବ୍ରହ୍ମପୁରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଏକ ଟ୍ରକରୁ ବିଦେଶୀ ମଦ ଜବତ...

Advertisement
Archives

Model This Week