ଛତ୍ରପୁର ନଗର ବିଜେଡି ସଭାପତିଙ୍କ ଇସ୍ତଫା

ଛତ୍ରପୁର,୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନଗର ବିଜେଡି ସଭାପତି ବି. ରାଜୁବାବୁ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି । ଏ ନେଇ ସେ ଜିଲା ବିଜେଡି ସଭାପତିଙ୍କୁ ତାଙ୍କ ଇସ୍ତଫାପତ୍ର ପଠାଇଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ସେ ବିଜେଡିରେ ଅଛନ୍ତି ବୋଲି କହିଛନ୍ତି। ପୌର ନିର୍ବାଚନ ନେଇ ପ୍ରାର୍ଥିପତ୍ର ପ୍ରକ୍ରିୟା ଚାଲିଥିବା ବେଳେ ସଭାପତି ପଦବୀରୁ ଇସ୍ତଫା ଦେବା ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ରେ କଳା ଦିବସ ପାଳିବ କୁଡୁମୀ ସେନା

ବାରିପଦା ଅଫିସ,୨ା୯- ୧୯୫୦ ସେପ୍ଟେମ୍ବର ୬ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁଡୁମୀ ଜାତିକୁ ଜନଜାତି ତାଲିକାରୁ ବାଦ ଦିଆଯାଇଥିଲା ା ଏହାର ପ୍ରତିବାଦରେ ବିଗତ...

ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଝାରସୁଗୁଡା ଅଫିସ୍‌/ଲଖନପୁର,୧୩ା୯(ଡି.ଏନ୍‌.ଏ.):ଝାରସୁଗୁଡା ଜିଲା ଚନ୍ଦନୀମାଲ ଗ୍ରାମର ଜନୈକ ମହିଳା ଗୁରୁବାର କାମରେ ଯାଉଥିବାବେଳେ ଚିଚିନ୍ଦା ଗ୍ରାମ ବ୍ରିଜ୍‌ ନିକଟରେ ଏକ ନବଜାତ ଶିଶୁ କାନ୍ଦୁଥିବା ଶୁଣି...

ଆଉ ଦିନକ ପରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ: ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୁଡ଼ାନ୍ତ

ବାଲିଗୁଡ଼ା,୧୪।୨(ଡି.ଏନ.ଏ.): ରାଜ୍ୟର ବିଭିନ୍ନ ସ୍ଥାନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ୧୬ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ କନ୍ଧମାଳ ଜିଲାରେ...

ବିଷାକ୍ତ ହୋଇନି ବାୟୁ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୧୪ା୧୧ – ଅନୁଗୋଳ ଜିଲାରେ ବାୟୁ ପ୍ରଦୂଷଣ ସ୍ଥିତି ସୁଧୁରିଛି। ବିଶେଷକରି କରୋନା ପରଠାରୁ ଲଗାଯାଇଥିବା ଲକ୍‌ଡାଉନ୍‌ ଓ...

କଟକରେ ୫୦୦ ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୨୫।୬: କଟକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ଶହ ଡେଇଁଛି। ଗୁରୁବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୧୦ରେ ପହଞ୍ଚିଛି। ସେଥିରୁ ୪୦୫ଜଣ ସୁସ୍ଥ...

ଲକ୍‌ଡାଉନ ବେଳେ ମହିଳାଙ୍କ ମଦବିରୋଧୀ ସ୍ବର: ଭାଙ୍ଗିଲେ ଭାଟି, ଢାଳିଦେଲେ ପୋଚ

ଦଶମନ୍ତପୁର,୧୬ା୪(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଉପର ଗଦଳା ଗାଁରେ ଲକ୍‌ଡାଉନ ବେଳେ ମଦ କାରବାର ବନ୍ଦ ନ ହେବା ପ୍ରତିବାଦରେ ତାତିଛନ୍ତି...

ଦାରିଙ୍ଗବାଡ଼ି ବ୍ଲକରେ ଦଶହରା ପାଳିତ

ଦାରିଙ୍ଗବାଡ଼ି,୨୫ା୧୦(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଏବଂ ଦାରିଙ୍ଗବାଡ଼ିରେ ଦୁର୍ଗାପୂଜା ପାଳିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କରୋନା କଟକଣା ମଧ୍ୟରେ ପୂଜାର୍ଚ୍ଚନା କରାଯାଇଛି। ଦାରିଙ୍ଗବାଡ଼ିରେ ଷଷ୍ଠୀଠାରୁ...

‘ପରିବେଶ ଓ ପ୍ରକୃତି ଦିଏ ପ୍ରେରଣା’

ସିମୁଳିଆ, ୧ା୫(ଡି.ଏନ.ଏ.)-ଆମ ଚାରିପାଖରେ  ନିୟମିତ ଅନେକ ଘଟଣା, ଦୁର୍ଘଟଣା ଘଟୁଛି। ଯାହା ଜୀବନ ଯେତେ ଘଟଣାବହୁଳ ତାହା ଲେଖାଲେଖି କରିବାକୁ ଖୋରାକ ଯୋଗାଇଥାଏ ବୋଲି ସାରସ୍ବତ...

Advertisement
Archives

Model This Week