ସୁନା ଦୋକାନୀ, ଫାଇନାନ୍ସ କମ୍ପାନୀ ସହ ଛତ୍ରପୁର ପୋଲିସର ଆଲୋଚନା

ଛତ୍ରପୁର,୨୧।୧୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ସୁନା ଦୋକାନ ବ୍ୟବସାୟୀ ଏବଂ ଫାଇନାନ୍ସ କମ୍ପାନୀ ଅଧିକାରୀଙ୍କ ଶନିବାର ଏକ ଆଲେଚନା ହୋଇଛି। ସୁରକ୍ଷାକୁ ନେଇ ଥାନା ପରିସରରେ ଏହି ଆଲୋଚନା ବୈଠକ ବସିଛିି ା ଏଥିରେ ଛତ୍ରପୁର ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ଅଧ୍ୟକ୍ଷତା କରିଥିଲେ ।
ପ୍ରକାଶଯୋଗ୍ୟ, ସୁନା ଦୋକାନୀ ଓ ଫାଇନାନ୍ସ କମ୍ପାନୀଗୁଡିକ ଅସାବଧାନତା ନେଇ ଚୋରି, ଲୁଟ୍‌ ଘଟୁଛି । ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ ନିର୍ଦ୍ଦେଶକ୍ରମେ ସୁନା ଦୋକାନ ବ୍ୟବସାୟୀ ଓ ଫାଇନାନ୍ସ କମ୍ପାନୀର କର୍ତ୍ତୃପକ୍ଷଙ୍କୁ ଛତ୍ରପୁର ଥାନାରେ ସୁରକ୍ଷା ସମ୍ବନ୍ଧୀୟ କ’ଣ ସବୁ ପଦକ୍ଷେପ ନିଆଯିବ ସେସମ୍ପର୍କରେ ପୋଲିସ ପକ୍ଷରୁ ଅବଗତ କରାଯାଇଥିଲା । ଏଥିରେ ଛତ୍ରପୁରର ୧୯ଟି ସୁନା ଦୋକାନ ମାଲିକ ଓ ୩୪ ଫାଇନାନ୍ସ କମ୍ପାନୀର ଅଧିକାରୀ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri