ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର ସର୍କିଟ ହାଉସରୁ ବାହାରି ଭୁବନେଶ୍ୱର ଅଭିମୁଖେ ଗସ୍ତ କରିଛନ୍ତି ବୋଲି ଜଣା ପଡ଼ିଛି। ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷ ଜି. ପାପା ରାଓଙ୍କ ନେତୃତ୍ୱରେ ବହୁ କାଉନସିଲର, ଆଗଧାଡ଼ିର ନେତୃବୃନ୍ଦ ଓ କର୍ମୀ ଭୁବନେଶ୍ୱରସ୍ଥିତ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଦଳରେ ଯୋଗଦାନ କରିବେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନକଲ୍ୟାଣମୂଳକ କାର୍ଯ୍ୟଧାରା ଓ ଭାଜପାର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେମାନେ ଦଳରେ ଯୋଗ ଦେଇଥିବା ଜଣାପଡ଼ିଛି। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଉପସ୍ଥିତିରେ ନବାଗତଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ପ୍ରଦାନ କରି ଦଳକୁ ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ଛତ୍ରପୁର ରାଜନୀତି ସରଗରମ ହୋଇଥିବା ନେଇ ଜନସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?