Odisha Elections 2024

ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, କହିଲେ ବିକାଶ ପାଇଁ…

ଭବାନୀପାଟଣା/ଜୁନାଗଡ଼,୧୧ା୫(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): ଆସନ୍ତା ୧୩ ତାରିଖ ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଳାହାଣ୍ଡି ଜିଲାରେ ଅନୁଷ୍ଠିତ ହେବ। ଶନିବାର ପ୍ରଚାରର ଶେଷଦିନରେ ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ପହଞ୍ଚି ଦଳୀୟ ବିଧାୟକ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ଅପରାହ୍ନ ୩ଟାରେ ବନମାଳୀପୁର ଛକ ନିକଟରେ ଏକ ସ୍ବତନ୍ତ୍ର ହେଲିକପ୍ଟରରୁ ସେ ଓହ୍ଲାଇ ସଡ଼କ ପଥଦେଇ ଜୁନାଗଡ଼ ସହର ସ୍ଥିତ ହାଇସ୍କୁଲ ପଡ଼ିଆରେ ପହଞ୍ଚିଥିଲେ। ସେଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ କଳାହାଣ୍ଡି ଏମ୍‌ପି ପ୍ରାର୍ଥିନୀ ମାଳବିକା କେଶରୀ ଦେଓ ଓ ଜୁନାଗଡ଼ ବିଧାୟକ ପ୍ରାର୍ଥୀ ମନୋଜ ମେହେରଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଥିଲେ। ସେହିପରି ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ଆଣିବାକୁ ଲୋକଙ୍କୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri