Posted inଜାତୀୟ

ଛତିଶଗଡରେ ଭୂକମ୍ପ ଝଟ୍‌କା

ରାୟପୁର,୪।୮: ଛତିଶଗଡର ସୁରଜପୁର ଅଞ୍ଚଳରେ ଗୁରୁବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୦ ଥିଲା। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠ ଠାରୁ ପ୍ରାୟ ୧୦ କିଲୋମିଟର ଗଭୀରରେ ଥିଲା ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ଅଧିକାରୀମାନେ ସୂଚନା ଦେଇଛନ୍ତି।
ଭୂକମ୍ପ ଝଟ୍‌କା ଅନୁଭୂତ ହେବା ପରେ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଗତ ଏକ ମାସ ମଧ୍ୟରେ ତୃତୀୟ ଥର ପାଇଁ ରାଜ୍ୟର ଉତ୍ତର ଅଞ୍ଚଳର ଜିଲାଗୁଡିକରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଇରାନର ତେଲ ଉପରେ ଟ୍ରମ୍ପଙ୍କ ନଜର!

ତେହରାନ,୭।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଚାଲିଥିବା ସଂଘର୍ଷର ପରିଣାମ ସ୍ବରୂପ, ଆମେରିକା ଇରାନର ତୈଳ ସମ୍ପଦ ଉପରେ ନିୟନ୍ତ୍ରଣ ନେଇପାରେ। ସେ ଏହାକୁ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ, କହିଲା ପରାଜୟ ଭୟରେ ଡରିଗଲେଣି ଟ୍ରମ୍ପ

ତେହରାନ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ତୀବ୍ରତର ହେଉଛି। ସୋମବାର (ଏପ୍ରିଲ ୬) ରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ଧମକ ଦେଇ କହିଛନ୍ତି ଯେ…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri