Posted inଜାତୀୟ

କ୍ୟାବିନେଟ ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଛତିଶଗଡ ଶିକ୍ଷାମନ୍ତ୍ରୀ

ରାୟପୁର,୧୩।୭: ଛତିଶଗଡର ଶିକ୍ଷାମନ୍ତ୍ରୀ ପ୍ରେମ ସାଇ ସିଂ କ୍ୟାବିନେଟ ମନ୍ତ୍ରୀ ପଦରୁ ଗୁରୁବାର ଇସ୍ତଫା ଦେଇଛନ୍ତି। ସେ କହିଛନ୍ତି ଯେ ଇସ୍ତଫା ଦିଆଯାଇନାହିଁ, ଏହାକୁ ନିଆଯାଇଛି। ପ୍ରେମ ସାଇ ସିଂଙ୍କ ସ୍ଥାନରେ ମୋହନ ମାର୍କମଙ୍କୁ ରାଜ୍ୟ ଶିକ୍ଷା ମନ୍ତ୍ରୀ କରାଯାଇପାରେ। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ବୁଧବାର ବସ୍ତରର ଲୋକ ସଭା ଏମ୍‌ପି ଦୀପକ ବାଇଜଙ୍କୁ ମୋହନ ମାର୍କମଙ୍କ ସ୍ଥାନରେ କଂଗ୍ରେସର ରାଜ୍ୟ ସଭାପତି କରାଯାଇଥିଲା।

ଗଣମାଧ୍ୟମ ସହ କଥାବାର୍ତ୍ତା ସମୟରେ ପ୍ରେମ ସାଇ ସିଂ କହିଛନ୍ତି, ମନ୍ତ୍ରୀ ପଦରେ କାହାକୁ ରଖିବା କିମ୍ବା ନ ରଖିବା ମୁଖ୍ୟମନ୍ତ୍ରୀଙ୍କ ଉପରେ ନିର୍ଭର କରେ। ମୁଖ୍ୟମନ୍ତ୍ରୀ ସମଗ୍ର ରାଜ୍ୟର ଅଟନ୍ତି। ମୋତେ କୁହାଯାଇଥିଲା ଯେ, ଅଲ ଇଣ୍ଡିଆ କଂଗ୍ରେସ କମିଟି ନିର୍ଦ୍ଦେଶ ଦେଇଛି ଯେ ତୁମେ ଇସ୍ତଫା ଦେବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

‘ଜ୍ଞାନେଶ ତୁରନ୍ତ ଇସ୍ତଫା ଦିଅନ୍ତୁ, ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦ-ଶାହା’, ରାହୁଲଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗକୁ ନେଇ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?