Posted inଜାତୀୟ

ଛତିଶଗଡ ନିର୍ବାଚନ ୨୦୨୩: ଆଇଡି ବିସ୍ଫୋରଣ କଲେ ମାଓବାଦୀ, ଅଳ୍ପକେ ବର୍ତିଲେ ୨ ସିଆରପିଏଫ ଯବାନ

ରାୟପୁର,୧୭ା୧୧: ଛତିଶଗଡରେ ଦ୍ୱିତୀୟ ପର୍ଯ୍ୟାୟରେ ନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ନକ୍ସଲମାନେ ଶୁକ୍ରବାର ଛତିଶଗଡର ଧାମଟାରୀ ଠାରେ ଆଇଡି ବିସ୍ଫୋରଣ କରିଛନ୍ତି। ଖବର ଅନୁଯାୟୀ, ବିସ୍ଫୋରଣ ସମୟରେ ବାଇକରେ ଯାଉଥିବା ଦୁଇଜଣ ସିଆରପିଏଫ ଯବାନ ଅଳ୍ପକେ ବର୍ତ୍ତିଯାଇଛନ୍ତି ଏବଂ ସୌଭାଗ୍ୟବଶତଃ ଏହି ଘଟଣାରେ କୌଣସି ଅସୁବିଧା ହୋଇନଥିଲା।

୯୦ ସଦସ୍ୟ ବିଶିଷ୍ଟ ବିଧାନସଭାର ଅବଶିଷ୍ଟ ୭୦ ଟି ଆସନ ପାଇଁ ଶୁକ୍ରବାର ଛତିଶଗଡରେ ନିର୍ବାଚନର ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ପାଇଁ ଭୋଟ୍ ଚାଲିଛି। ମୁଖ୍ୟମନ୍ତ୍ରୀ ଭୁପେଶ ବାଗେଲ, ତାଙ୍କ ଡେପୁଟି ଟି.ଏସ. ସିଂ ଦେଓ ଏବଂ ବିଜେପି ରାଜ୍ୟ ସଭାପତି ଅରୁଣ ସାଓଙ୍କ ଭାଗ୍ୟ ଏହି ପର‌୍ୟ୍ୟାୟରେ ସ୍ଥିର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସଂଗଠନରେ ବଡ଼ ଅଦଳବଦଳ: ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା: ଓଡ଼ିଶାର ଏହି ନେତାଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୦।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଏଥିରେ ଓଡ଼ିଶାର ବରିଷ୍ଠ ନେତା…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ…

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି…

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri