Posted inଜାତୀୟ

ଷ୍ଟପର ଭାଙ୍ଗି ପ୍ଲାଟଫର୍ମରେ ପଶିଗଲା ଛତିଶଗଡ଼ ଏକ୍ସପ୍ରେସ

ବିଲାସପୁର,୧୭।୧: ଛତିଶଗଡ଼ର ବିଲାସପୁର ରେଳ ଷ୍ଟେଶନରେ ଏକ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଛି। ଛତିଶଗଡ଼ ଏକ୍ସପ୍ରେସ ମଙ୍ଗଳବାର ରାତିରେ ଷ୍ଟେଶନରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ସୂଚନାନୁସାରେ, ଇଞ୍ଜିନକୁ କୋଚରୁ ଅଲଗା କରୁଥିବା ବେଳେ ଛତିଶଗଡ଼ ଏକ୍ସପ୍ରେସ ସିଗନାଲ ଭାଙ୍ଗି ଷ୍ଟପର ଉପରେ ଚଢିଯାଇଥିଲା। ଏହି ଦୁର୍ଘଟଣା ପରେ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା।
ଯଦିଓ ଏହି ଘଟଣାରେ କୌଣସି ଜୀବନ ହାନି ହୋଇନାହିଁ, ଲୋକମାନେ ଏହାକୁ ରେଳ ପ୍ରଶାସନର ଅବହେଳା ବୋଲି ବିଚାର କରୁଛନ୍ତି। ବର୍ତ୍ତମାନ ସୁଦ୍ଧା କୌଣସି ରେଳ ଅଧିକାରୀ ଏହି ପ୍ରସଙ୍ଗରେ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ଦିଲ୍ଲୀରୁ ଆସୁଥିବା ଛତିଶଗଡ଼ ଏକ୍ସପ୍ରେସ ବିଲାସପୁର ଷ୍ଟେଶନର ପ୍ଲାଟଫର୍ମ ନମ୍ବରକୁ ଆସିବା ପରେ ଏହାର ଇଞ୍ଜିନ ଷ୍ଟପର (ଡେଡ ଏଣ୍ଡ) ସହିତ ମୁହାଁମୁହିଁ ଧକ୍କା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

ICCର ବଡ଼ ଘୋଷଣା; ଭାରତରେ ଏହି ଦିନଠୁ ଖେଳିଯିବ ବିଶ୍ବକପ୍

ନୂଆଦିଲ୍ଲୀ,୧୫ା୧୧: କ୍ରିକେଟ୍‌ପ୍ରେମୀଙ୍କ ପାଇଁ ବଡ଼ ଖବର । ୨୦୨୭ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନ୍ସିପ୍‌ ଫାଇନାଲ୍‌ ଓ ଦିନିକିଆ ବିଶ୍ୱକପ୍‌କୁ ନେଇ ଉତ୍ସାହ ମଧ୍ୟରେ ଆଗାମୀ ୧୨ଟି ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?