ଛତିଶଗଡ଼ ଜଗଦଲପୁର ସୀମା ସିଲ୍‌

କୋଷାଗୁମୁଡ଼ା,୯।୪: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକରୁ ଛତିଶଗଡ଼ର ଜଗଦଲପୁର ରାସ୍ତାକୁ ପ୍ରଶାସନ ସିଲ୍‌ କରିଛି। କୋଷାଗୁମୁଡ଼ା ବ୍ଲକ ସୀମାନ୍ତ ତଥା ଡିଆର୍‌ଡିଏ ଆଉଁଳି ଗ୍ରାମରେ ପୋଲିସ ମୁତୟନ କରାଯାଇଛି। ପଡ଼ୋଶୀ ଛତିଶଗଡ଼ରେ ଏବେ କରୋନା ବଢ଼ିବାରେ ଲାଗିଛି। ସାପ୍ତାହିକ ହାଟ ପାଇଁ ଲୋକେ କୋଷାଗୁମୁଡ଼ାକୁ ଆସୁଛନ୍ତି। ଫଳରେ ଏଠାରେ ସଂକ୍ରମଣ ବଢିବା ଆଶଙ୍କା କରି ପ୍ରଶାସନ ପକ୍ଷରୁ ସୀମା ସିଲ୍‌ ନିଷ୍ପତ୍ତି ନିଆଯାଇଛି। କିନ୍ତୁ ଛତିଶଗଡ଼ ବେପାରୀ ଗଳାବାଟ ଦେଇ ଶୁକ୍ରବାର ହୋଇଥିବା କୋଷାଗୁମୁଡ଼ା ସାପ୍ତାହିକ ହାଟକୁ ଆସିଥିବା ଜଣାପଡିଛି। ତେଣୁ ଆସନ୍ତା ଶୁକ୍ରବାର ହେବାକୁ ଥିବା ସାପ୍ତାହିକ ହାଟ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri