ଜଳେଶ୍ୱରରେ ଛତିଶଗଡ଼ ପୋଲିସ

ଜଳେଶ୍ୱର, ୨୨।୧୨(ଡି.ଏନ.ଏ.) ଗ୍ରୀନ୍‌-ରେ ଚିଟ୍‌ଫଣ୍ଡ ସମଗ୍ର ଦେଶରୁ ୨ହଜାର କୋଟିରୁ ଅଧିକ ଟଙ୍କା ଲୁଟିଥିବା ବେଳେ ଓଡ଼ିଶାରୁ ପ୍ରାୟ ୫୦୦ କୋଟି ଟଙ୍କା ଲୁଟି ନେଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଜଳେଶ୍ୱରଠାରେ ଥିବା ଏହାର ମୁଖ୍ୟ କାଯର୍‌ୟାଳୟକୁ ୨୦୧୩ ମେ’ରେ ସିଲ୍‌ କରାଯାଇଥିଲା। ଏହାର ୩ଜଣ ମୁଖ୍ୟଙ୍କ ମଧ୍ୟରୁ ସହିରୁଦ୍ଦିନ ଓରଫ୍‌ ଗୋରାଙ୍କୁ କୋଲକାତା ଏୟାରପୋର୍ଟ ଓ ଆୟୁବ ସାହାଙ୍କୁ ଛତିଶଗଡ଼ରୁ ଗିରଫ କରାଯାଇଥିଲା। ସଂସ୍ଥାର ମୁଖ୍ୟ ଖାଲିକ ସାହା ବର୍ତ୍ତମାନ ସୁଦ୍ଧା ଫେରାର ଅଛନ୍ତି। ମଙ୍ଗଳବାର ଛତିଶଗଡ଼ ପୋଲିସ୍‌ର ଏକ ୪ଜଣିଆ ଟିମ୍‌ ଜଳେଶ୍ୱର ଆସି ସହରରେ ଥିବା ଖାଲିକ୍‌ ସାହା, ତୋଇମୁଦ୍ଦିନ ଓ ଅଜିତ୍‌ ସାହାଙ୍କ ଘର ଉପରେ ଚଢ଼ାଉ କରିଥିଲେ। ମାତ୍ର କାହାରିକୁ ଗିରଫ କରିବାରେ ସଫଳ ନ ହୋଇ ଫେରିଯାଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri