ପୋଲିସ ଗାଡିକୁ ପିଟିଲା ଛତିଶଗଡ଼ ଟ୍ରକ୍‌

ଭବାନୀପାଟଣା,୨୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ବୋର୍ଡା ଫାଣ୍ଡି ସାପସିଲେଟ ନିକଟରେ ପୋଲିସ ଗାଡିକୁ ଏକ ଛତିଶଗଡ ଟ୍ରକ ଧକ୍କା ଦେଇଛି।

ଅନ୍ୟପକ୍ଷେ ପୋଲିସ ଗାଡ଼ିରେ ବସିଥିବା ବୋର୍ଡା ଫାଣ୍ଡି ଅଧିକାରୀ ଚନ୍ଦ୍ରହାସ୍ୟ ସାହୁ ସମେତ ୪ ଜଣ କନଷ୍ଟେବଳ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ଦୁର୍ଘଟଣାରେ ସେମାନେ ଆହତ ହୋଇଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ଅଛନ୍ତି। ଧକ୍କା ଦେଇଥିବା ଛତିଶଗଡ଼ ଟ୍ରକ ନଂ. ସିଜି ୨୨ଜେ -୮୧୦୨ ହୋଇଥିବାବେଳେ ପୋଲିସ ଗାଡି ଜିପର ନଂ. ଓଆର୦୫ ଏକେ-୬୬୩୭ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?