ଋଷିକୂଲ୍ୟାରେ ବୁଡ଼ି ଛତିଶଗଡ଼ ଯୁବକ ନିଖୋଜ

ଛତ୍ରପୁର,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଗଙ୍ଗାପୁର ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ନିକଟ ଋଷିକୁଲ୍ୟା କଂସାରୀ ଗଣ୍ଡରେ ଗାଧୋଇାକୁ ଯାଇ ଛତିଶିଗଡ଼ର ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ଜଣକ ହେଉଛନ୍ତି ଆଶିଷ କୁମାର ବର୍ମା ।  ଆଶିଷ ଜଣେ ସମ୍ପକୀୟଙ୍କ ଭୋଜିକୁ ଆସିଥିବା ବେଳେ ମଙ୍ଗଳବାର ସକାଳୁ ସେ ଋଷିକୂଲ୍ୟା ନଦୀକୁ ଗାଧୋଇାକୁ ଯାଇଥିଲେ । ଗାଧୋଇା ସମୟରେ କୌଣସି ଅସବଧାନତା ଯୋଗୁ ପାଣିରେ ବୁଡି ଯାଇଥିଲେ । ଖବରପାଇ ଅଗ୍ନିଶମ ବାହିନୀ ପକ୍ଷରୁ ଖୋଜା ଖୋଜି ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଦେବସ୍ନାନ ପୂର୍ଣ୍ଣିମା: ବିନା ଭକ୍ତରେ ସ୍ନାନମଣ୍ଡପରେ ବିଜେ ଶ୍ରୀଜିଉ, ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ୨ ଘଣ୍ଟା ବିଳମ୍ବରେ ହେଲା ଅବକାଶ ନୀତି

ବାରିପଦା ଅଫିସ,୫ା୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ...

ଅମାନିଆ ହୋଇ ଡଙ୍ଗା ଧାରରେ ବସିଥିଲେ: ଖସିପଡ଼ିବାରୁ ଜୀବନ ଗଲା

ଚିତ୍ରକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଡଙ୍ଗାରୁ ନଦୀରେ ଖସିପଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବଡ଼ପଡ଼ା ପଞ୍ଚାୟତ ବାଇଲିଗୁମା ଗ୍ରାମର ଘେନୁ...

ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ସ୍ଥାଣୁ

କେନ୍ଦ୍ରାପଡ଼ା ଅଫିସ, ୧୮ା୭: ୨୦୧୪ ଫେବୃୟାରୀ ୨୩ରୁ ରାଜ୍ୟରେ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ଆରମ୍ଭ ହେଲାଣି। ତେବେ କେନ୍ଦ୍ରାପଡ଼ା ସହରରେ ଏହି ମିଶନ କାର୍ଯ୍ୟକ୍ରମ...

କରୋନା ଯୋଦ୍ଧା ଭାବେ ଗଞ୍ଜାମ ଆଇଆଇସି ସମ୍ବର୍ଦ୍ଧିତ

ଗଞ୍ଜାମ,୩୧ା୫(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ପାଇଁ ଲୋକେ ଚିନ୍ତିତ। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି। ଏଥିପାଇଁ ଡାକ୍ତର, ନର୍ସ,...

ଡ୍ରାଇଭର ମହାସଂଘର ବିକ୍ଷୋଭ ଜାରି: ପିକେଟିଂ ବେଳେ ଚାପା ଉତ୍ତେଜନା

ଦାରିଙ୍ଗବାଡି,୧୫।୦୩(ଡି.ଏନ.ଏ): ସାରା ରାଜ୍ୟରେ ଡ୍ରାଇଭର ମହାସଂଘ ପକ୍ଷରୁ ୧୦ ଦଫା ଦାବିରେ ଷ୍ଟିୟରିଂ ଛାଡ ଆନ୍ଦୋଳନ କରାଯାଇଛି। ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଡ୍ରାଇଭର ମହାସଙ୍ଘ...

ଡିଏଫଓଙ୍କ କ୍ୱାର୍ଟର ମରାମତିରେ ଅର୍ଥ ଅପବ୍ୟୟ ଅଭିଯୋଗ: ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି

ନୟାଗଡ ଅଫିସ,୧୪।୯: ନୟାଗଡ଼ ଡିଏଫଓଙ୍କ କ୍ୱାର୍ଟର ମରାମତି ଓ ନୟାଗଡ଼ ରେଞ୍ଜରଙ୍କ ପୁରୁଣା କାର୍ଯ୍ୟାଳୟ ସଫେଇରେ ଅର୍ଥ ଅପବ୍ୟୟ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି।...

ଲାଞ୍ଚ ନେଇ ଧରାପଡ଼ିଲେ ଅସୁରବନ୍ଧ ଆର୍‌ଆଇ

ସୋରଡ଼ା,୬ା୯(ଡି.ଏନ.ଏ.)-ସୋରଡ଼ା ତହସିଲ ଅସୁରବନ୍ଧ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ବସନ୍ତ କୁମାର ମଲିକ ଲାଞ୍ଚ ନେଇ ଭିଜିଲାନ୍ସ ହାବୁଡରେ ପଡିଛନ୍ତି। ଗୁରୁବାର ଅପରାହ୍ନରେ ତାଙ୍କ କାର୍ଯ୍ୟାଳୟ ପରିସରରେ...

ଭାର୍ଗବୀ ବ୍ରିଜ୍‌ ଉପରେ ଦୁର୍ଘଟଣା: ପୁଅ ସାମ୍ନାରେ ବାପାଙ୍କ ଉପରେ ମାଡ଼ିଗଲା ହାଇଓ୍ବା, ଗାଡ଼ି ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ବାଳକାଟି,୧୦।୮(ଡି.ଏନ୍‌.ଏ.): ସ୍ଥାନୀୟ ଭାର୍ଗବୀ ବ୍ରିଜ୍‌ ଉପରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଳକାଟିରୁ ଭୁବନେଶ୍ୱରରୁ ଯାଉଥିବା ବେଳେ ଏକ ବାଇକ୍‌(ଓଡି-୧୩-ଏଲ୍‌-୬୮୫୫)କୁ ହାଇଓ୍ବା ପଛରୁ...

Advertisement
Archives

Model This Week