ବେଙ୍ଗାଲୁରୁ, ୨୨ା୬ (ପି.ଟି.)- ଭାରତୀୟ ଫୁଟ୍ବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀ ବେଙ୍ଗାଲୁରୁ ଏଫ୍ସି ସହିତ ତାଙ୍କ ଚୁକ୍ତି ମିଆଦକୁ ଆହୁରି ୨ ବର୍ଷ ବୃଦ୍ଧି କରିଛନ୍ତି। ଫଳରେ ସେ ଏହି ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍) ଦଳ ସହ ୨୦୨୩ ପର୍ଯ୍ୟନ୍ତ ରହିବେ। ୩୬ ବର୍ଷୀୟ ଛେତ୍ରୀ ୨୦୧୩ରେ ବେଙ୍ଗାଲୁରୁ ଏଫ୍ସିରେ ଯୋଗ ଦେଇଥିଲେ। କ୍ଲବ ତରଫରୁ ୮ ସିଜନରେ ସେ ୨୦୩ ମ୍ୟାଚ ଖେଳି ୧୦୧ ଗୋଲ ସ୍କୋର କରିଛନ୍ତି। ଏହି ସମୟ ମଧ୍ୟରେ ସେ ଗୋଲ ସ୍କୋରଂ ତାଲିକାରେ ଶୀର୍ଷ ସ୍ଥାନରେ ରହି ଆସିଛନ୍ତି। ୬ଥର ଏଆଇଏଫ୍ଏଫ୍ ପ୍ଲେୟର ଅଫ୍ ଦି ଇୟର ବିବେଚିତ ଛେତ୍ରୀ ତାଙ୍କ କ୍ଲବ ସହ ୨୦୧୩ରେ ଆଇ-ଲିଗ୍ ଟାଇଟଲ ଜିତିଥିଲେ। ପୁନଶ୍ଚ ସେ ଫେଡେରେଶନ କପ୍ (୨୦୧୫, ୨୦୧୭), ଇଣ୍ଡିଆନ ସୁପର ଲିଗ୍ (୨୦୧୮-୧୯) ଏବଂ ସୁପର କପ୍ (୨୦୧୮) ସମେତ ୫ ଅଧିକ ଟ୍ରଫି ହାସଲ କରିଛନ୍ତି।
ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ
ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…
ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…
ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ…
ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…
ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍କୁ…
ଶେଷ ମିନିଟ୍ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ
ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍ରେ ଭାରତ…
ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ
ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…
୫୫ ବର୍ଷର ଦିନିକିଆ କ୍ରିକେଟ୍ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍ ମିଶିକି କଲେ ବିଶ୍ୱରେକର୍ଡ
ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…
ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍ ଭାବେ କଲେ…
ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…
୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….
ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

