Posted inଜାତୀୟ

୫ ମହଲା କୋଠା ଉପରକୁ ଚଢିଗଲା ଅଟୋ: ଆଉ ତା’ପରେ

ଭୋପାଳ,୧୮।୭: ମମଧ୍ୟପ୍ରଦେଶର ଏକ ସରକାରୀ ହସ୍ପିଟାଲରେ ରବିବାର ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ହସ୍ପିଟାଲ ଜିନିଷ ନେଇ ଆସିଥିବା ଏକ ଅଟୋ ଅଚାନକ ୫ ମହଲା ଉପରକୁ ଚଢିଯାଇଥିଲା। ରୋଗୀ ଆସୁଥିବା/ଯାଉଥିବା ଶିଡ଼ିରେ ଧଡ୍‌ ଧଡ୍‌ ହୋଇ ଅଟୋଟି ୫ ମହଲା ଉପରକୁ ଚଢି ଯାଇଥିଲା। ଏହା ଦେଖି ହସ୍ପିଟାଲ କର୍ମଚାରୀ ଭୟଭୀତ ହୋଇଯାଇଥିଲେ। ଅଟୋର ଶବ୍ଦ ଶୁଣି ରୋଗୀ ଏବଂ ସେମାନଙ୍କ ପରିଜନମାନେ ଦୌଡାଦୌଡି ହୋଇ ଦେଖିବାକୁ ଆସିଥିଲେ। ଅଟୋ ଡ୍ରାଇଭର କହିଥିଲେ ଯେ, ସେ ବହୁ ପୂର୍ବରୁ ଡାକ୍ତରଖାନାର ସାମଗ୍ରୀ ନେଇ ଆସିଥିଲେ। ତଳ ମହଲାରେ ଡାକ୍ତରଖାନାର କୌଣସି କର୍ମଚାରୀ ଅଟୋରୁ ଲଗେଜ କାଢି ନଥିଲେ। ଡ୍ରାଇଭର ଏଥିରେ ରାଗି ଯାଇଥିଲେ। ଏହି ରାଗରେ ସେ ନିଜର ଅଟୋ ନେଇ ପଞ୍ଚମ ମହଲାକୁ ଉଠିଗଲେ। ଏବେ ଲଗେଜ ନେଇ ଡାକ୍ତରଖାନାର ପଞ୍ଚମ ମହଲାରେ ପହଞ୍ଚିବା ନେଇ ତଦନ୍ତ ଚାଲିଛି। ଡାକ୍ତରଖାନାରେ ସ୍ଥାପିତ ସିସିଟିଭି କ୍ୟାମେରାର ଫୁଟେଜ ଆଧାରରେ ଅଟୋ କିପରି ଏତେ ଉଚ୍ଚରେ ପହଞ୍ଚିଲା ସେନେଇ ଅନୁସନ୍ଧାନ କରାଯାଉଛି। ବାଟରେ, ଡାକ୍ତରଖାନାର କୌଣସି ସିରକ୍ଷାକର୍ମୀ ଅଟୋକୁ କାହିଁକି ଅଟକାଇଲେ ନାହିଁ ତାହା ଏବେ ପ୍ରଶ୍ନବାଚୀ ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଚୁମ୍ବନ ଦେଲେ ପୁରୁଷ ସଦସ୍ୟ: ଭିଡିଓ ଭାଇରାଲ

ଓ୍ବାୟନାଡ,୨୮।୮: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେରଳର ଓ୍ବାୟନାଡର ଏମ୍‌ପି ଥିବା ବେଳେ ବୁଧବାର ସେ ସେଠାକୁ ଗସ୍ତ କରିଛନ୍ତି। ରାହୁଲ ଚଳିତ ମାସରେ...

ସୀମାରୁ ପର୍ଯ୍ୟାୟକ୍ରମେ ହଟୁଛନ୍ତି ସେନା

ଡେରାଡୁନ,୧୪ା୬(ପି.ଟି.): ପୂର୍ବ ଲଦାଖ ବିବାଦକୁ ନେଇ ଭାରତ ଓ ଚାଇନା ମଧ୍ୟରେ ଚାଲିଥିବା ସେନା ଅଧିକାରୀସ୍ତରୀୟ ଆଲୋଚନା ଫଳପ୍ରଦ ହୋଇଛି। ଗଲଓ୍ବାନ ଉପତ୍ୟକାରୁ ଉଭୟ ପକ୍ଷର...

କେନ୍ଦ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ଖୁବ୍‌ଶୀଘ୍ର:ଫେରିପାରନ୍ତି ସୁରେଶ ପ୍ରଭୁ

ନୂଆଦିଲ୍ଲୀ,୪-୧୦(ଆଇଏଏନ୍‌ଏସ୍‌):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟର ପ୍ରଥମ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ହେବାକୁ ଯାଉଛି। ଆଗାମୀ ୧୫ ଦିନ ମଧ୍ୟରେ ଏହି ସମ୍ପ୍ରସାରଣ ହେବ ବୋଲି ଏକ ସୂତ୍ରରୁ...

୪ ମାସରେ ୩ ମୁଖ୍ୟମନ୍ତ୍ରୀ

ଡେରାଡୁନ, ୪।୭: ଉତ୍ତରାଖଣ୍ଡ ୪ ମାସ ମଧ୍ୟରେ ତୃତୀୟ ମୁଖ୍ୟମନ୍ତ୍ରୀ ଦେଖିବାକୁ ଯାଉଛି। ଭାଜପା ବିଧାୟକ ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ନିଯୁକ୍ତ...

ଭାଜପା ଛାଡିବାର କାରଣ କହିଲେ ବାବୁଲ ସୁପ୍ରିୟୋ

ନୂଆଦିଲ୍ଲୀ,୨୨।୯: ନିକଟରେ ଭାଜପାରୁ ତୃଣମୂଳ କଂଗ୍ରେସ (ଟିଏମସି) ଦଳରେ ଯୋଗ ଦେଇଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ ଦଳ ଛାଡିବାର କାରଣ କହିଛନ୍ତି। ମହାନ...

ଚାକରାଣୀଙ୍କୁ ୧୧ ମାସ ଧରି କରିଆସୁଥିଲେ ବଳାତ୍କାର; ଜଣାପଡ଼ିବା ପରେ..

ଉଜୈନ,୨୧।୭: ମଧ୍ୟପ୍ରଦେଶର ଉଜୈନ ଜିଲାରେ ଏକ ସମ୍ବେଦନଶୀଳ ମାମଲା ନଜରକୁ ଆସିଛି। ଘରେ କାମ କରୁଥିବା ୧୭ ବର୍ଷୀୟ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ...

ଜାନୁୟାରୀ ୨୨ ପର୍ଯ୍ୟନ୍ତ ନିର୍ବାଚନ ରାଲି ଉପରେ ରୋକ…

ନୂଆଦିଲ୍ଲୀ, ୧୫।୧ : ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ...

ସମାଜକୁ ପ୍ରଭାବିତ କରିପାରେ ଫେସ୍‌ବୁକ୍‌

ନୂଆଦିଲ୍ଲୀ, ୯ା୭:ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକ ଦେଶ ଓ ବାହାର ଲୋକଙ୍କୁ ପ୍ରଭାବିତ କରିବାର କ୍ଷମତା ରଖିଛନ୍ତି। ୟୁଜର୍ସଙ୍କ ପୋଷ୍ଟ ସମାଜରେ ଧ୍ରୁବୀକରଣ ଆଣିପାରେ...

Advertisement
Archives

Model This Week