Posted inଜାତୀୟ

କଂଗ୍ରେସର ତେର୍ଚ୍ଛାବାଣ: ନବୀନଙ୍କୁ ନୁହେଁ, ପରୋକ୍ଷରେ ମୋଦିଙ୍କୁ ସଙ୍କେତ ଦେଇଛନ୍ତି ଶାହା, ଚେୟାର ନେବାକୁ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୨।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୟସକୁ ନେଇ କଟାକ୍ଷ କରିଥିଲେ। ଏବେ ନବୀନ(୭୭) ବୃଦ୍ଧାବସ୍ଥାରେ ପହଞ୍ଚିଥିବାରୁ ଅବସର ନେବା ଉଚିତ ବୋଲି ସେ କହିଥିଲେ। ଏପରି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶାହା ସଙ୍କେତ ଦେଇଥିବା କଂଗ୍ରେସ କହିଛି।

କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ୍‌ ଶାହା ଦେଇଥିବା ମନ୍ତବ୍ୟକୁ ନେଇ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଯେତେବେଳେ ଅମିତ ଶାହା କହିଥିଲେ ଯେ ‘ବୃଦ୍ଧାବସ୍ଥା(୭୭ ବର୍ଷ)ହୋଇଥିବା ଯୋଗୁ ନବୀନ ପଟ୍ଟନାୟକ ଅବସର ନେବା ଉଚିତ, ସେତେବେଳେ କ’ଣ ସେ ନରେନ୍ଦ୍ର ମୋଦି(୭୩ ବର୍ଷ ୭ ମାସ)ଙ୍କୁ କିଛି ସଙ୍କେତ ଦେଉଛନ୍ତି– ଯଦି ଭାଜପା ସରକାର ଗଠନ କରେ?’

P Chidambaram's post on X

ଏହାଛଡ଼ା ଶାହା ପ୍ରଧାନମନ୍ତ୍ରୀଙ୍କ ଚେୟାର ନିଜେ ନେବାକୁ ଇଚ୍ଛୁକ। ତାଙ୍କ ବୟାନରୁ ଜଣାପଡ଼ୁଛି ଯେ ଭାଜପା ସରକାର ଗଠନ ନ କଲେ ମଧ୍ୟ ବିରୋଧୀ ଦଳର ନେତା ଭାବେ ଶାହା ସବୁଠାରୁ ଅଧିକ ଖୁସି ହେବେ ବୋଲି ଚିଦାମ୍ବରମ୍‌ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri