ଲାଞ୍ଚ ନେଇ ଧରାପଡିଲେ ମୁଖ୍ୟ କିରାଣି: ଘରୁ ମିଳିଲା ୧୩ ଲକ୍ଷରୁ ଅଧିକ ନଗଦ ଟଙ୍କା

ବାଲିଗୁଡ଼ା,୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଆଇଟିଡିଏ ଅଫିସ ମୁଖ୍ୟ କିରାଣି ବସନ୍ତ ପାଣିଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ୨ ଲକ୍ଷ ଟଙ୍କା ସୁରକ୍ଷା ଜମା ରିଲିଜ ପାଇଁ ଠିକାଦାରଙ୍କଠାରୁ ବସନ୍ତ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ପରେ ତାଙ୍କ ଘରେ ଚଢାଉ ବେଳେ ୧୩ ଲକ୍ଷରୁ ଅଧିକ ନଗଦ ଟଙ୍କା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ଭିତରେ ଗଞ୍ଜେଇ ଚାଲାଣ

ରାଜଗାଙ୍ଗପୁର, ୨।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୋଲିସ ଦ୍ୱାରା ମଙ୍ଗଳବାର ପରିବା ଭିତରେ ଗଞ୍ଜେଇ ଚାଲାଣ ଘଟଣା ଧରାପଡ଼ିଛି। ପୋଲିସ ୫୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ...

ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ୨୧ପର୍ଯ୍ୟନ୍ତ ବୃଦ୍ଧି

କଟକ ଅଫିସ, ୧୭।୧୦: ଓଡ଼ିଶା ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ମଙ୍ଗଳବାର ନିଜଆଡ଼ୁ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲ୍‌ଙ୍କ ପକ୍ଷରୁ ଆଗତ ଅଦାଲତ ଅବମାନନା ମାମଲାର ଶୁଣାଣି କରି...

ଶିକ୍ଷକ ଅଭାବ ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରୀଛାତ୍ର

ସାକ୍ଷୀଗୋପାଳ,୨୯।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ପ୍ରତିବାଦରେ ଗୁରୁବାର ବିଦ୍ୟାଳୟରେ ତାଲା ପକାଇ ଦିଆଯାଇଛି ।...

ଦାବି ପୂରଣ ନ ହେଲେ କାର୍ଯ୍ୟ ବନ୍ଦ କରିବେ ଅଙ୍ଗନୱାଡ଼ି କର୍ମୀ

ବୁଗୁଡ଼ା,୨୯ା୫(ଡି.ଏନ.ଏ.)- ଅଙ୍ଗନୱାଡ଼ି କର୍ମୀଙ୍କର ଦାବି ମେ ୩୧ ସୁଦ୍ଧା ପୂରଣ ନ ହେଲେ ଜୁନ ୧ରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ବୋଲି ଶୁକ୍ରବାର ସ୍ଥାନୀୟ...

ହାଥରସ ଘଟଣାକୁ ନେଇ ବଲାଙ୍ଗୀର ଜିଲା ମହିଳା କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର ଅଫିସ,୮ା୧୦: ଉତ୍ତରପ୍ରଦେଶର ହାଥରସ ଗଣବଳାତ୍କାର ଘଟଣା ସମାଜରେ ମର୍ମାହତ ସୃଷ୍ଟି କରିଛି। ଏକ ଦଳିତ ନାବାଳିକା ଗଣବଳାତ୍କାର ଘଟଣାରେ ଉତ୍ତରପ୍ରଦେଶ ସରକାରଙ୍କ ପୋଲିସ ପ୍ରଶାସନ...

ଗୋଧି ଗିଳୁଥିବା ଅହିରାଜକୁ ଗୁଳି ଘଟଣା: ଶିକାରୀଙ୍କୁ ଘଣ୍ଟ ଘୋଡ଼ାଇବାକୁ ରାଜନୈତିକ ଚାପ ଚର୍ଚ୍ଚା

ବନ୍ତଳା,୧୪ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ରେଞ୍ଜ ବାରଗୌଣିଆସ୍ଥିତ ପାଣ୍ଡୁରୀଶୁଣି ପାହାଡ଼ରେ ଗତ ୧୦ ତାରିଖରେ ଗୋଧି ଗିଳୁଥିବା ଏକ ଅହିରାଜକୁ ଶିକାରୀମାନେ ଗୁଳି କରିଥିବା...

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଉଛି ଜଙ୍ଗଲୀ କନ୍ଦା

କୋରାପୁଟ,୧୩।୨(ସ୍ବ.ପ୍ର.) କୋରାପୁଟର ଆଦିମ ଜନଜାତି ବ୍ୟବହାର କରୁଥିବା ଜଙ୍ଗଳୀ କନ୍ଦା ଚାଷ ମାଟି ଆଳୁଠାରୁ ଅଧିକପୃଷ୍ଟିକର ଓ ପୋଷକଯୁକ୍ତ। ଜଙ୍ଗଲୀ କନ୍ଦା ଆଦିବାସୀମାନଙ୍କୁ ଖାଦ୍ୟ, ପୃଷ୍ଟିସାର ଯୋଗାଇବା...

ହୃଦ୍‌ଘାତରେ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ

ବଇଣ୍ଡା,୧୬ା୨(ଡି.ଏନ.ଏ.): ଅନୁଗୋଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ପାଇଁ ପ୍ରିଜାଇଡିଂ ଅଫିସର ନିଯୁକ୍ତ ହୋଇଥିବା ଜଣେ ଶିକ୍ଷକଙ୍କ ମଙ୍ଗଳବାର...

Advertisement
Archives

Model This Week