ରାଜ୍ୟରେ SIRକୁ ନେଇ ଏମିତି କହିଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୬।୩: ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ  ସୂଚନା ଦେଇଛନ୍ତି। ସେ କହିଛନ୍ତି, ୯୦% ମ୍ୟାପିଂ କରାସରିଛି । ୨୦୨୫ ଭୋଟର ତାଲିକାରେ ଅଛନ୍ତି,୨୦୦୨ରେ ବି ଥିଲେ BLOଙ୍କୁ ଜଣାଇବେ। ତେବେ ୨୦୦୨ରେ କେଉଁ ନିର୍ବାଚନମଣ୍ଡଳୀରେ ଥିଲେ BLOଙ୍କୁ ଜଣାଇବେ। ଆମେ ନିଜ ଆଡୁ ପ୍ରାୟ ୯୦ ପ୍ରତିଶତ ମ୍ୟାପିଂ କରିସାରିଛୁ। ଏହାର ଅର୍ଥ ୨୦୨୫ ଭୋଟର ତାଲିକାରେ ଥିବା ୯୦%ଙ୍କୁ ଟ୍ରେସିଂ କରିପାରିଛ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।
ଅନ୍ୟପକ୍ଷେ ସେ କହିଛନ୍ତି, ୨୦୨୫ ତାଲିକାରେ ଥିବା ୯୦% ୨୦୦୨ ତାଲିକାରେ ବି ଅଛନ୍ତି। ଆଉ ୧୦ ପ୍ରତିଶତ ଆମ ପାଇଁ କଷ୍ଟକର, ସହରାଞ୍ଚଳ ପାଇଁ ସମସ୍ୟା। ଯଦି ୨୦୦୨ରେ ଆପଣଙ୍କ ନାଁ ନ ଥିଲା, ଆପଣଙ୍କ ବାପାମାଆଙ୍କୁ ଖୋଜାଯିବ। ୯୫% ମ୍ୟାପିଂ ଆମର ଲକ୍ଷ୍ୟ, ଏଭଳି ହେଲେ ସମସ୍ତଙ୍କ ପାଇଁ ସୁବିଧା ହେବ ବୋଲ ମୁଖ୍ୟ ନିର୍ବାଚନ ଅଧିକାରୀ  ସୂଚନା ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ ଗୁରୁତର

ପଦ୍ମପୁର,୬।୩(ପ୍ରଶାନ୍ତ କୁମାର କର) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଖିଲାପଦର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର…

ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା! ଆଗାମୀ ୩ଦିନ ଏସବୁ ଜିଲାରେ ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୬।୩: ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ସମ୍ଭାବନା । ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ରହିବ ପ୍ରଭାବ । ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ।…

କୋର୍ଟ ସମ୍ମୁଖରେ ଗୋଡ଼ାଇ ଗୋଡ଼ାଇ କରିଥିଲେ ହତ୍ୟା, ଆଜି କୋର୍ଟ ଚାଲାଣ ହେଲେ ଅଭିଯୁକ୍ତ

ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ବୁଦୁଲି ଗ୍ରାମର ଅଶୋକ ସ୍ବାଇଁଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ…

କୁକୁର କାମୁଡ଼ାରେ ୧୫ରୁ ଊର୍ଦ୍ଧ୍ୱ ଆହତ, ଏମାନଙ୍କ ମଧ୍ୟରେ ଅଛନ୍ତି…

ରାଇକିଆ,୬ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସହରର ବିଭିନ୍ନ ସ୍ଥାନରେ କୁକୁର କାମୁଡ଼ାରେ ଶୁକ୍ରବାର ୧୫ ଜଣ ଆହତ ହୋଇଛନ୍ତି। ଏହାକୁ ନେଇ ଅଞ୍ଚଳରେ ଆତଙ୍କ ଦେଖାଦେଇଛି।…

ଜିଲାପରିଷଦ ବୈଠକରେ ହୋ-ହଲ୍ଲା, ‘ହୁ ଆର୍‌ ୟୁ’ କହିବା ନେଇ ତୁମୁଳକାଣ୍ଡ,

ଛତ୍ରପୁର,୬ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ୮ମ ଜିଲାପରିଷଦ ବୈଠକରେ ଶୁକ୍ରବାର ରାଜନୈତିକ ଉଷ୍ଣତା ଦେଖିବାକୁ ମିଳିଥିଲା। ହୋ-ହଲ୍ଲା ସହିତ ପୂର୍ବସରକାର ଏବଂ ବର୍ତ୍ତମାନର ସରକାରକୁ…

ସାଙ୍ଗମାନଙ୍କ ସହ ଖେଳୁଥିଲାବେଳେ ନାବାଳିକାଙ୍କୁ ବଳାତ୍କାର, ଆସାମୀଙ୍କୁ ଅଦାଲତ ଶୁଣାଇଲେ ଏହି ରାୟ…

କଟକ,୬ା୩(ପ୍ରଭୁକଲ୍ୟାଣ ପାଲ): ନାବାଳିକା ବଳାତ୍କାର ମାମଲାରେ ଆସାମୀକୁ ଶୁକ୍ରବାର ସଜା ଶୁଣାଇଛନ୍ତି କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ। ଆସାମୀ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri