Posted inଜାତୀୟ

ଯୌନ ଶୋଷଣ ଅଭିଯୋଗକୁ ଖଣ୍ଡନ କଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୨୦।୪: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନାଁରେ ଜଣେ ମହିଳା ଆଣିଥିବା ଯୌନ ଉତ୍ପୀଡନ ମାମଲକୁ ସେ ନିଜେ ଖାରଜ କରି ଦେଇଛନ୍ତି। ୩ଜଣ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରିଥିଲେ। ନ୍ୟାୟପାଳିକା ବର୍ତ୍ତମାନ ଚିନ୍ତାଜନକ ସ୍ଥିତିରେ ଅଛି। ଆଗକୁ ଅନେକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି ଅଛି ତେଣୁ ଏହି ସମୟରେ ଜାଣିଶୁଣି ତାଙ୍କ ଉପରେ ଏହି ଅଭିଯୋଗ ଆସିଥିବା ସେ କହିଛନ୍ତି। ଗୋଗୋଇ କହିଛନ୍ତି ଅଭିଯୋଗ ଆଣିଥିବା ମହିଳା ଜଣେ ଅପରାଧି ତାଙ୍କ ନାଁରେ ଦୁଇ ଦୁଇଟି ମାମଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri