Posted inଜାତୀୟ

ଗ୍ଲୋବାଲ ଲିଡରଶିପ ସମ୍ମାନରେ ସମ୍ମାନୀତ ହେବେ ପ୍ରଧାନ ବିଚାରପତି…

ନୂଆଦିଲ୍ଲୀ,୭।୧ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡଙ୍କୁ ଗ୍ଲୋବାଲ ଲିଡରଶିପ ସମ୍ମାନରେ ସମ୍ମାନିତ କରାଯିବ। ଦେଶବ୍ୟାପୀ ତଥା ବିଶ୍ୱସ୍ତରରେ ଆଇନ ବୃତ୍ତିରେ ଆଜୀବନ ସେବା ପାଇଁ ତାଙ୍କୁ ହାର୍ଭାର୍ଡ ଆଇନ ବିଦ୍ୟାଳୟ କେନ୍ଦ୍ର ଦ୍ୱାରା ଏହି ସମ୍ମାନ ପ୍ରଦାନ ଲାଗି ମନୋନୀତ କରାଯାଇଛି।

ଜାନୁଆରୀ ୧୧ ରେ ଏକ ଅନଲାଇନ କାର୍ଯ୍ୟକ୍ରମରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri