Posted inଜାତୀୟ

ଦେଶର ୫୦ତମ ପ୍ରଧାନ ବିଚାରପତି ହେବେ ଡି.ଓ୍ବାଇ. ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୧୧।୧୦: ଜଷ୍ଟିସ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୁଡ ଦେଶର ୫୦ ତମ ପ୍ରଧାନ ବିଚାରପତି ହେବେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତ ତାଙ୍କ ଉତ୍ତରାଧିକାରୀ ଭାବରେ କେନ୍ଦ୍ର ସରକାରଙ୍କୁ ଜଷ୍ଟିସ ଚନ୍ଦ୍ରଚୁଡଙ୍କ ନାମ ପଠାଇଛନ୍ତି। ନଭେମ୍ବର ୨ ରେ ଚନ୍ଦ୍ରଚୁଡ ପ୍ରଧାନ ବିଚାରପତି ହେବେ। ତାଙ୍କର କାର୍ଯ୍ୟକାଳ ୧୦ ନଭେମ୍ବର ୨୦୨୪ପର୍ଯ୍ୟନ୍ତ ରହିବ।
ଜଷ୍ଟିସ ଉଦୟ ଉମେଶ ଲଲିତ ନଭେମ୍ବର ୮ରେ ପ୍ରଧାନ ବିଚାରପତି ପଦରୁ ଅବସର ନେବେ। ଏନ୍‌ଭି ରମନ୍ନାଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ସେ ୨୬ ଅଗଷ୍ଟ ୨୦୨୨ରେ ଦେଶର ୪୯ ତମ ପ୍ରଧାନ ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ତାଙ୍କର କାର୍ଯ୍ୟକାଳ ଅତି କମରେ ୭୪ ଦିନ ହେବ। ଅବସର ନେବା ପୂର୍ବରୁ, ସିଜେଆଇ ବରିଷ୍ଠ-ବିଚାରପତିଙ୍କୁ ତାଙ୍କ ଉତ୍ତରାଧିକାରୀ ଭାବରେ ନାମିତ କରିବାର ପରମ୍ପରା ରହିଛି। ଏହା ଅଧୀନରେ ସେ ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବେ ଡି.ଓ୍ବାଇ. ଚନ୍ଦ୍ରଚୁଡଙ୍କ ନାମ ୟୁୟୁ ଲଳିତ ଦେଇଛନ୍ତି।
ଗତ ୭ ଅକ୍ଟୋବରରେ ଆଇନ ମନ୍ତ୍ରୀ କିରେନ ରିଜିଜୁ ସିଜେଆଇ ଲଲିତଙ୍କୁ ଏକ ଚିଠି ଲେଖି ତାଙ୍କ ଉତ୍ତରାଧିକାରୀଙ୍କ ନାମ ଦେବାକୁ ଅନୁରୋଧ କରିଥିଲେ। ମଙ୍ଗଳବାର ସେ ତାଙ୍କ ଉତ୍ତରାଧିକାରୀଙ୍କ ନାମ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି…

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

ଚତୁର୍ଥୀ କରିବାକୁ ରାଜି ହେଲେନି ନବବଧୂ, ଶାଶୁ କଲେ ଏମିତି କାମ, ଭିଡିଓ ଦେଖିଲେ…

ଲକ୍ଷ୍ନୌ,୨୭।୨: ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ଭିଡିଓ ଭାଇରାଲ ହେଉଛି। କିଛି ଲୋକଙ୍କୁ ହସାଇଥାଏ, ଆଉ କିଛି ସେମାନଙ୍କୁ ଚକିତ କରିଦିଏ। କେତେବେଳେ ଏପରି ଭିଡିଓ ସାମ୍ନାକୁ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି।…

ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ।…

ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୭।୨: ରାଜ୍ୟ ସଭା ନିର୍ବାଚନକୁ ନେଇ କସରତ ଚାଲିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ…

ବଦ୍‌ଲା ନେଲେ ତାଲିବାନ ସରକାର: ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଡ୍ରୋନ ଆକ୍ରମଣ!

ଇସଲାମାବାଦ୍‌,୨୭।୨: ଆଫଗାନିସ୍ତାନର ତାଲିବାନ ସରକାର ପାକିସ୍ତାନ ଉପରେ ପ୍ରତିଶୋଧ ନେଇଛନ୍ତି। ତାଲିବାନ ପ୍ରତିରକ୍ଷା ମନ୍ତ୍ରଣାଳୟର ଉପ ମୁଖପାତ୍ର ହମଦୁଲ୍ଲା ଫିତରତ ଦାବି କରିଛନ୍ତି, ଫୈଜାବାଦରେ ପାକିସ୍ତାନ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri